କରୋନା ଗ୍ରାଫ୍‌ ତଳ ମୁହାଁ…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୨୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୫୪୨ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୭ ହଜାର ୬୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୮ ଲକ୍ଷ ୬୫ ହଜାର ୪୩୨ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୬ କୋଟି ୧୯ ଲକ୍ଷ ୭୨ ହଜାର ୧୪ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୮ କୋଟି ୩୩ ଲକ୍ଷ ୬ ହଜାର ୯୭୧ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ…

ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri