ବରଗଡ଼ରେ ଖସୁଛି କରୋନା ଗ୍ରାଫ୍‌: ଆଜି ମାତ୍ର ୩୫ ପଜିଟିଭ୍‌ ଚିହ୍ନଟ, ୮୫୩୪ରେ ପହଞ୍ଚିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୨୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗୁରୁବାର ଜିଲାରେ ମାତ୍ର ୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ଜଣେ, ବରଗଡ଼ ବ୍ଲକର ୨, ଅତାବିରା ବ୍ଲକର ୪, ପଦ୍ମପୁର ବ୍ଲକର ୪, ପଦ୍ମପୁର ଏନ୍‌ଏସିର ୩, ଭଟଲି ବ୍ଲକର ଜଣେ, ଅମ୍ବାଭୋନା ବ୍ଲକର ୨ଜଣ, ପାଇକମାଳ ବ୍ଲକର ୩, ଗାଇସିଲେଟ ବ୍ଲକର ଜଣେ, ସୋହେଲା ବ୍ଲକର ୨ଜଣ, ବିଜେପୁର ବ୍ଲକର ୪ଜଣ, ବରପାଲି ବ୍ଲକର ଜଣେ, ପାଇକମାଳ ବ୍ଲକରେ ୭ଜଣ ଆକ୍ରାନ୍ତ ହୋଇଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୫୩୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮୧୨୩ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୩୬୪ ଜଣ ଚିକିତ୍ସିତ ହେଉଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri