କରୋନା ଗ୍ରାଫ ଉପର ମୁହାଁ: ଆସିନି ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ଗ୍ରାଫ ଉପର ମୁହାଁ ହେଉଛି। ଭୁବନେଶ୍ୱର ଓ ଖୋର୍ଦ୍ଧାରେ ପଜିଟିଭ୍‌ ସଂଖ୍ୟା ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସଚେତନ ହେବାର ଆବଶ୍ୟକତା ରହିଛି ବୋଲି ଶନିବାର ଜନସ୍ବାର୍ଥ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ସମସ୍ତେ ସରକାରଙ୍କ କୋଭିଡ୍‌ ଗାଇଡଲାଇନ ମାନିବାର ଆବଶ୍ୟକତା ରହିଛି । ବତ୍ତର୍ର୍ମାନ ସୁଦ୍ଧା କିଛି ନୂଆ ଭାରିଆଣ୍ଟ ଆସିବାର ରିପୋର୍ଟ ବିଭାଗ ପାଖରେ ନାହିଁ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri