କରୋନା ଗ୍ରାଫ ଉପର ମୁହାଁ: ଆସିନି ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ଗ୍ରାଫ ଉପର ମୁହାଁ ହେଉଛି। ଭୁବନେଶ୍ୱର ଓ ଖୋର୍ଦ୍ଧାରେ ପଜିଟିଭ୍‌ ସଂଖ୍ୟା ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସଚେତନ ହେବାର ଆବଶ୍ୟକତା ରହିଛି ବୋଲି ଶନିବାର ଜନସ୍ବାର୍ଥ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ସମସ୍ତେ ସରକାରଙ୍କ କୋଭିଡ୍‌ ଗାଇଡଲାଇନ ମାନିବାର ଆବଶ୍ୟକତା ରହିଛି । ବତ୍ତର୍ର୍ମାନ ସୁଦ୍ଧା କିଛି ନୂଆ ଭାରିଆଣ୍ଟ ଆସିବାର ରିପୋର୍ଟ ବିଭାଗ ପାଖରେ ନାହିଁ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri