୨୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୪ ଜଣ ଶିଶୁ ବି ଅଛନ୍ତି।

ଆଜି ଗଜପତିରୁ ସର୍ବାଧିକ ୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩ ଏବଂ ସମ୍ବଲପୁରରୁ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୫, ବାଲେଶ୍ୱର ୧, ବରଗଡ଼ ୨, ଭଦ୍ରକ ୩, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୬, ଦେବଗଡ଼ ୩, ଢେଙ୍କାନାଳ ୧, ଗଜପତି ୨୪, ଗଞ୍ଜାମ ୧, ଜଗତସିଂହପୁର ୩, ଯାଜପୁର ୧୫, ଝାରସୁଗୁଡ଼ା ୨୧, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧, କୋରାପୁଟ ୪, ମୟୂରଭଞ୍ଜ ୮, ନବରଙ୍ଗପୁର ୩, ପୁରୀ ୧, ରାୟଗଡ଼ା ୫, ସମ୍ବଲପୁରରୁ ୨୨ ଏବଂ ସୁନ୍ଦରଗଡ଼ରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ରେ ପହଞ୍ଚିଥିବା ବେଳେ ୧୨,୭୩,୩୦୪ ଜଣ ସୁସ୍ଥ ହୋଇଛନ୍ତି। ୨୬୧୦ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri