୨୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୪ ଜଣ ଶିଶୁ ବି ଅଛନ୍ତି।

ଆଜି ଗଜପତିରୁ ସର୍ବାଧିକ ୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩ ଏବଂ ସମ୍ବଲପୁରରୁ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୫, ବାଲେଶ୍ୱର ୧, ବରଗଡ଼ ୨, ଭଦ୍ରକ ୩, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୬, ଦେବଗଡ଼ ୩, ଢେଙ୍କାନାଳ ୧, ଗଜପତି ୨୪, ଗଞ୍ଜାମ ୧, ଜଗତସିଂହପୁର ୩, ଯାଜପୁର ୧୫, ଝାରସୁଗୁଡ଼ା ୨୧, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧, କୋରାପୁଟ ୪, ମୟୂରଭଞ୍ଜ ୮, ନବରଙ୍ଗପୁର ୩, ପୁରୀ ୧, ରାୟଗଡ଼ା ୫, ସମ୍ବଲପୁରରୁ ୨୨ ଏବଂ ସୁନ୍ଦରଗଡ଼ରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ରେ ପହଞ୍ଚିଥିବା ବେଳେ ୧୨,୭୩,୩୦୪ ଜଣ ସୁସ୍ଥ ହୋଇଛନ୍ତି। ୨୬୧୦ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଣୀ ଚିକିତ୍ସକ

ଭୁବନେଶ୍ୱର, ୨୨ା୩ (ବ୍ୟୁରୋ):କାର୍ଯ୍ୟରତ ପ୍ରାଣୀ ଚିକିତ୍ସକମାନଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ତୁରନ୍ତ ଆଇନ ପ୍ରଣୟନ ସମେତ ବିଭିନ୍ନ ଦାବି ନେଇ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା...

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ୫ ଜିଲାକୁ ଅଧିକ ଫୋକସ୍‌

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କୋଭିଡ ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୫ ଜିଲାକୁ ଅଧିକ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ

ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ...

୬୫ପ୍ରତିଶତ ଅଭିଭାବକ ଚାହୁଁଛନ୍ତି ରାଜ୍ୟରେ ଖୋଲୁ ସ୍କୁଲ: ସିସୋଡିଆ

ନୂଆଦିଲ୍ଲୀ,୯।୮: ଦେଶର ରାଜଧାନୀରେ କରୋନା ସଂକ୍ରମଣ ମାମଲା ଏବେ ହ୍ରାସ ପାଇବା ପରେ ସ୍କୁଲ ଓ କଲେଜ ଖୋଲିବା ନେଇ ଅଭିଭାବକଙ୍କଠାରୁ ଦିଲ୍ଲୀ ସରକାର ପରାମର୍ଶ...

ଏମିତି କ’ଣ ହେଲା ବରକୁ ବନ୍ଧକ ରଖିଲେ କନ୍ୟାଘର ଗ୍ରାମବାସୀ

ବୌଦ୍ଧ,୨୮ା୨: ବରଯାତ୍ରୀଙ୍କ ମଧ୍ୟରୁ କେତେଜଣ ଯୁବକଙ୍କ ଦୁର୍ବ୍ୟବହାର ପାଇଁ ଶେଷରେ ବନ୍ଧକ ରହିଲେ ବର। ଏଭଳି ଅଭିଯୋଗ ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ...

ଛତ୍ରପୁର ହସ୍ପିଟାଲକୁ ହେଡକ୍ୱାର୍ଟର ହସ୍ପିଟାଲ ମାନ୍ୟତା ଦାବି

ଛତ୍ରପୁର,୧୧।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ହୋଇଥିଲେ ମଧ୍ୟ ବ୍ରହ୍ମପୁରଠାରେ ଜିଲା ହେଡକ୍ୱାର୍ଟର ହସ୍ପିଟାଲ ରହିଛି। ଛତ୍ରପୁରରେ ଉପଖଣ୍ଡ ହସ୍ପିଟାଲ ରହିଛି। ଏହାକୁ ଜିଲା ହେଡକ୍ୱାର୍ଟର...

ଝଡ଼ବର୍ଷା ଆଶଙ୍କା, ୨୨ରୁ ବଢ଼ିବ ତାତି

ଭୁବନେଶ୍ୱର,୧୭।୨(ବ୍ୟୁରୋ):ଓଡ଼ିଶା ଉପର ଦେଇ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଉଭୟ ଆରବ ଓ ବଙ୍ଗୋପ ସାଗର ଆଡୁ ଜଳୀୟ ବାଷ୍ପ ପ୍ରବାହିତ ହେଉଛି। ଏହାର...

ଫିଲ୍ମରେ ଓଡ଼ିଶାର ସୌନ୍ଦର୍ଯ୍ୟ ଦେଖାଇବେ ନୀଳମାଧବ

ଭୁବନେଶ୍ୱର,୭ା୩(ବ୍ୟୁରୋ): ବର୍ତ୍ତମାନ ସମୟରେ ଲୋକଙ୍କ ମଧ୍ୟରେ ଦେଖାଯାଉଥିବା ଏକୁଟିଆପଣ, ଭୟ ଏବଂ ଭଲପାଇବାକୁ ନେଇ ଏକ ନୂଆ ଫିଲ୍ମ କରିବାକୁ ଯାଉଛନ୍ତି ଓଡ଼ିଶା ଜନ୍ମିତ ଜାତୀୟ...

Advertisement
Archives

Model This Week