ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୩୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି। ଏହି ୩୯ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ବରଗଡ଼, କଟକ ଓ ନୟାଗଡ଼ ଜିଲାରୁ ୫ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଥିବା ବେଳେ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାରୁ ୩ ଜଣ ଲେଖାଏ ଏବଂ ଗଞ୍ଜାମ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସୁବର୍ଣ୍ଣପୁର ଜିଲାରୁ ୨ ଜଣ ଲେଖାଏଙ୍କ ମୃତ୍ୟୁ ହୋଇଛି। ପୁରୀ ଜିଲାରୁ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କମିଶନରେଟ ପୋଲିସ ମୁଖ୍ୟାଳୟ ସମ୍ମୁଖରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ମହିଳା ଘରକୁ ପାଣି ଓ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ କରାଯିବା ସହ ତାଙ୍କୁ ଆକ୍ରମଣ ହୋଇଛି। ଏହି...

ଦେଶରେ ପ୍ରତିବର୍ଷ ୧୫ ଦିନ କରାଯାଉ ଲକ୍‌ଡାଉନ !

ନୂଆଦିଲ୍ଲୀ,୮।୫: କେବଳ ଭାରତ ନୁହେଁ ସାରା ବିଶ୍ୱରେ କରୋନା ସଂକ୍ରମଣରେ ପାଖାପଖି ଅଢେଇ ଲକ୍ଷ ଲୋକଙ୍କ ଜୀବନ ଗଲାଣି। ଏହା ସାରା ବିଶ୍ୱରେ ତାଣ୍ଡବ ରଚିଛି।...

ମନୋମାଳିନ୍ୟରୁ ପରିବାର ଛାରଖାର: ଏକାଠି ଜଳିଲା ସ୍ତ୍ରୀ-ସ୍ବାମୀଙ୍କ ଜୁଇ

ସମ୍ବଲପୁର/ଧମା,୧୪ା୬(ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା ଧମା ଥାନା ଅର୍ଡା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପରିବାର ମଧ୍ୟରେ ସାମାନ୍ୟ ମନମାଳିନ୍ୟ ଯୋଗୁ ଏକ ପରିବାର ଛାରଖାର...

ଅଗଷ୍ଟରେ ୪ ଜିଲା ସମେତ ରାଉରକେଲା ମ୍ୟୁନିସପାଲଟି ସପ୍ତାହାନ୍ତ ଶଟଡାଉନ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟ ସରକାର ଅଗଷ୍ଟ ମାସରେ ୪ଟି ଜିଲା ଓ ଗୋଟିଏ ମ୍ୟୁନିସପାଲଟିରେ ସାପ୍ତାହିକ ଶଟଡାଉନ ଘୋଷଣା କରିଛନ୍ତି। ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କଟକ ଓ ରାଉରକେଲା...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ଦେବାଂଶ

କୃଷ୍ଣପ୍ରସାଦ,୨୭୯।(ଡି.ଏନ୍‌.ଏ.): ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ପାରିକୁଦ ଗଡ଼ର ୨ବର୍ଷ ୭ ମାସର ଦେବାଂଶ ପାତ୍ର ସ୍ଥାନ ପାଇଛନ୍ତି। ସେ...

ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍‌ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫...

ରାଜ୍ୟରୁ ପୁଣି ୪୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର କରୋନା ଆଉ ୪୦ ଜଣଙ୍କ ଜୀବନ...

ଖସିଗଲେ ବେପାରୀ: ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଜଳେଶ୍ୱର,୨୩।୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡେଶ୍ୱରପୁର ବସ୍ତି ଅଞ୍ଚଳ ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ଏହି ଅଞ୍ଚଳରେ ବାରମ୍ବାର ଚଢାଉ କରାଯାଇ ବ୍ରାଉନସୁଗାର ଜବତ...

Advertisement
Archives

Model This Week