Posted inଜାତୀୟ

ଅଣାୟତ୍ତ ମୁହାଁ କରୋନା: ରାଜ୍ୟଙ୍କୁ ଚିଠି ଲେଖିଲେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ-ଆଇସିଏମଆର…

ନୂଆଦିଲ୍ଲୀ,୨୫।୩ : ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଏନେଇ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ମହାନିର୍ଦ୍ଦେଶକ ଡାକ୍ତର ରାଜୀବ ବହଲ ତଥା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସଚିବ ରାଜେଶ ଭୂଷଣ କରୋନା ଭାଇରସ ଯାଞ୍ଚ ସମ୍ପର୍କରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳଙ୍କୁ ଚିଠି ଲେଖିଛନ୍ତି। ସମସ୍ତ ରାଜ୍ୟକୁ କରୋନା ପରୀକ୍ଷାର ଗତି ବଢ଼ାଇବାକୁ ଏବଂ ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିବାକୁ କୁହାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ୧୫୯୦ ଜଣଙ୍କଠାରେ ସଂକ୍ରମଣ ନିଶ୍ଚିତ ହୋଇଛି। ଏହି ସମୟ ମଧ୍ୟରେ ୬ଜଣ ସଂକ୍ରମିତ ମଧ୍ୟ ମୃତ୍ୟୁବରଣ କରିଛନ୍ତି। ୧୪୬ଦିନ ମଧ୍ୟରେ ଗୋଟିଏ ଦିନରେ ଏହା ସର୍ବାଧିକ ସଂଖ୍ୟକ କରୋନା ସଂକ୍ରମଣ।

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅନୁଯାୟୀ, ଗତ ପାଞ୍ଚ ସପ୍ତାହ ମଧ୍ୟରେ ଦେଶରେ ସଂକ୍ରମଣ କ୍ଷେତ୍ରରେ ନଅ ଗୁଣା ବୃଦ୍ଧି ଘଟିଛି। ସଂକ୍ରମଣର ବଢୂଥିବା ବିପଦକୁ ଦୃଷ୍ଟିରେ ରଖି ମନ୍ତ୍ରଣାଳୟ ସମସ୍ତ ରାଜ୍ୟକୁ ଫୋର୍‌ ଟି’ (ଟେଷ୍ଟ-ଟ୍ରାକ-ଟ୍ରିଟ-ଟିକାକରଣ) ଏବଂ କୋଭିଡ ସହିତ ମୁକାବିଲା ପାଇଁ କୋଭିଡ ଉପଯୁକ୍ତ ମାର୍ଗଦର୍ଶିକାକ ପାଳନ ପ୍ରତି ବିଶେଷ ଧ୍ୟାନ ଦେବାକୁ ପରାମର୍ଶ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?