ପୁଣି ଉପରମୁହାଁ କରୋନା: ଆଜି ବି କଟକ ଆଗରେ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଶନିବାର ରାଜ୍ୟରୁ ୧୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୭୧୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୧ ଜଣ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଚିହ୍ନଟ ହୋଇଥିବା ୧୨୦ ପଜିଟିଭ୍‌ ମଧ୍ୟରୁ କଟକରୁ ସର୍ବାଧିକ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୬ ଏବଂ ମୟୂରଭଞ୍ଜରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୪, ବରଗଡ଼ ୧, ଭଦ୍ରକ ୩, ବଲାଙ୍ଗୀର ୨, ଢେଙ୍କାନାଳ ୧, ଗଞ୍ଜାମ ୪, ଜଗତସିଂହପୁର ୧, ଯାଜପୁର ୪, କଳାହାଣ୍ଡି ୧, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୧, ଖୋର୍ଦ୍ଧା ୧୪, ନବରଙ୍ଗପୁର ୧, ନୂଆପଡ଼ା ୧, ପୁରୀ ୩, ରାୟଗଡ଼ା ୩ ଏବଂ ସମ୍ବଲପୁରରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୭୧୯ରେ ପହଞ୍ଚିଥିବା ବେଳେ ୩,୩୫,୯୯୪ ଜଣ ସୁସ୍ଥ ହୋଇଛନ୍ତି। ୭୫୪ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?