ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୪ ହଜାର ମୁହାଁହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ରବିବାର ରାଜ୍ୟରେ ୩,୬୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୩୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୬୮ ହଜାର ୨୫୮ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧ ଜିଲାରୁ ସର୍ବାଧିକ ୭୦୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫୯, ବାଲେଶ୍ୱରରୁ ୩୯, ବରଗଡ଼ରୁ ୨୧୦, ଭଦ୍ରକରୁ ୨୭, ବଲାଙ୍ଗୀରରୁ ୭୯, ବୌଦ୍ଧରୁ ୬, କଟକରୁ ୧୯୮, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୭, ଗଜପତିରୁ ୬୩, ଗଞ୍ଜାମରୁ ୬୬, ଜଗତ୍‌ସିଂହପୁରରୁ ୬୮, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୧୮୩, କଳାହାଣ୍ଡିରୁ ୩୪୨, କନ୍ଧମାଳରୁ ୧୬, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୫୬ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୩୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୧୧୯, ନବରଙ୍ଗପୁରରୁ ୮୧, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୨୨୧ , ପୁରୀରୁ ୧୪୩, ରାୟଗଡ଼ାରୁ ୫୭, ସମ୍ବଲପୁରରୁ ୧୧୯ ସୁବର୍ଣ୍ଣପୁରରୁ ୧୬ ଓ ସୁନ୍ଦରଗଡ଼ରୁ ୩୪୦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri