ହସ୍ପିଟାଲରୁ ଫେରାର ହେବାକୁ ଉଦ୍ୟମବେଳେ ଛାତରୁ ପଡ଼ି କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ

ମୁରାଦାବାଦ, ୨୦।୮: ଉତ୍ତର ପ୍ରଦେଶ ମୁରାଦାବାଦ ଜିଲାରେ ଜଣେ କରୋନା ଆକ୍ରାନ୍ତ ମହିଳା ହସ୍ପିଟାଲରୁ ଫେରାର ହେବାକୁ ଉଦ୍ୟମ କରୁଥିବାବେଳେ ଛାତରୁ ପଡ଼ି ମୃତ୍ୟୁବରଣ କରିଛନ୍ତି। ୨୮ ବର୍ଷୀୟା ଏହି ମହିଳାଜଣଙ୍କ ତୀର୍ଥକର ବିଶ୍ୱବିଦ୍ୟାଳୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ବୁଧବାର ସେ ହସ୍ପିଟାଲରୁ ପଳାଇବାକୁ ଉଦ୍ୟମ କରୁଥିବାବେଳେ ୩ ମହଲା ଛାତରୁ ପଡ଼ି ମୃତ୍ୟୁବରଣ କରିଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ମହିଳା ଜଣଙ୍କ ଝରକା ବାଟ ଦେଇ ପଳାଇବାକୁ ଚେଷ୍ଟା କରୁଥିଲେ। କିନ୍ତୁ ର୍ଦୁଭାଗ୍ୟବଶତଃ ପ୍ରଥମ ମହଲା ଛାତରେ ଖସି ପଡ଼ିଥିଲେ। ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏନେଇ ମହିଳାଙ୍କ ପରିବାର ପକ୍ଷରୁ କୌଣସି ଅଭିଯୋଗ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ପ୍ରସାଦ ମୌର୍ଯ୍ୟ-ଅଖିଳେଶଙ୍କ ଭର୍ଚୁଆଲ ରାଲିରେ ଲୋକେ ମାନିଲେନି କରୋନା ନିୟମ: ଡିଏମ୍‌ଙ୍କ ଯାଞ୍ଚ ନିର୍ଦ୍ଦେଶ

ଲକ୍ଷ୍ନୌ,୧୪ ।୧: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନକୁ ନେଇ ଏବେ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି । କାରଣ ଗୋଟିଏପଟେ ନିର୍ବାଚନ ତାରିଖ ଘୋଷଣା ହୋଇ...

୪,୮୦୦ରୁ ଅଧିକ ଆଇସ୍‌ କ୍ରିମ୍‌ ବାକ୍ସରେ କରୋନା ଭୂତାଣୁ

ବେଜିଂ,୧୬।୧: କରୋନା ସଂକ୍ରମଣ ନେଇ ଚାଇନାରେ ପୁଣି ଆତଙ୍କ ଦେଖାଦେଇଛି। ଏଠାରେ ୪,୮୩୬ ଆଇସ୍‌ କ୍ରିମ୍‌ ବାକ୍ସ୍‌ରେ କରୋନା ଭୂତାଣୁ ରହିଥିବା ସ୍ବାସ୍ଥ୍ୟ ଅଧିକାରୀମାନେ ସୂଚନା...

ଜଗତସିଂହପୁରରେ ଗୋଟିଏ ଦିନରେ ୨୯ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୮କୁ ବୃଦ୍ଧି

ଜଗତସିଂହପୁର ଅଫିସ,୨୧ା୬: ଜଗତ୍‌ସିଂହପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ରବିବାର ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୨୯ ନୂଆ ସଂକ୍ରମିତ...

ପ୍ଲାଜମା ଦାନ କଲେ ରାଜ୍ୟର ପ୍ରଥମ ମହିଳା

ଭୁବନେଶ୍ୱର,୨୯।୭(ବ୍ୟୁରୋ)-କରୋନାକୁ ହରାଇବା ପରେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଜଣେ ଛାତ୍ରୀ ବୁଧବାର ପ୍ଲାଜମା ଦାନ କରିଛନ୍ତି। ଏଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି।...

ପ୍ଲାଜମା ଦାନ ପାଇଁ ଅନୁରୋଧ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମଣ ଏବେ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଥିବାରୁ ସମସ୍ତେ ଏବେ ଏଥିରୁ ରକ୍ଷା ପାଇବା ପାଇଁ ଚେଷ୍ଟା କରୁଛନ୍ତି। ରାଜଧାନୀ ଦିଲ୍ଲୀ...

ଗତ ୨୪ଘଣ୍ଟାରେ ସର୍ବାଧିକ ୫୦୦୦ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ବ୍ୟାପିବାରୁ ରୋକିବା ପାଇଁ ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ଏହାସତ୍ୱେ ମଧ୍ୟ...

ଶଙ୍କରପୁର ସାହି ରାସ୍ତା ସିଲ୍‌ କଲା ବିଏମ୍‌ସି: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ୮୫ ପରିବାରକୁ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୬ା୫: ବ୍ରହ୍ମପୁର ବଡ଼ବଜାର ଅଞ୍ଚଳର ଶଙ୍କରପୁର ସାହିକୁ ସଂଯୋଗ କରୁଥିବା ରାସ୍ତାଗୁଡିକୁ ଶୁକ୍ରବାର ବିଳମ୍ବିତ ରାତିରୁ ସିଲ୍‌ କରିଛି ବ୍ରହ୍ମପୁର ମହାନଗର ନିଗମ(ବିଏମସି)। ଶନିବାରଠାରୁ...

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି। ପ୍ରତିଦିନ କୌଣସି ନା କୌଣସି କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଶୁକ୍ରବାର ରାଜ୍ୟରୁ ଆଉ...

Advertisement
Archives

Model This Week