ଏବେ କରୋନା ସଂକ୍ରମଣରେ ପିକ୍‌ରେ ରହିଛି ଭୁବନେଶ୍ୱର, ସତର୍କ ରୁହନ୍ତୁ..

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜଧାନୀରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହୋଇପଡ଼ୁଛି। ତେବେ ଜୁଲାଇରେ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯାଇଥିଲା। ସର୍ଭେ ଅନୁସାରେ ବହୁତ ଅଳ୍ପ ଲୋକଙ୍କ ଦେହରେ ଆଣ୍ଟିବଡ଼ି ରହିଛି। ସ୍ବଳ୍ପ ଆଣ୍ଟିବଡ଼ି ଆଧାରରେ ଆମର ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ଅନ୍ୟ ସହର ତୁଳନାରେ ଭୁବନେଶ୍ୱର କମ୍‌ ପ୍ରଭାବିତ ରହିଛି। ଏବେ ଭୁବନେଶ୍ୱର ଏକ ପ୍ରକାର ପିକ୍‌ରେ ରହିଛି। ଆମକୁ ଅତି କମ୍‌ରେ ଆଉ ମାସଟିଏ ନିଜକୁ ସୁରକ୍ଷିତ ରଖିବାକୁ ପଡ଼ିବ। ବର୍ତ୍ତମାନ ବହୁତ ଗୁରୁତ୍ୱପୂର୍ଣ୍ଣ ସମୟ। ସମସ୍ତଙ୍କୁ ନିୟମ ମାନିବାକୁ ପଡ଼ିବ। ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୪୦% କୋଭିଡ ବେଡ୍‌ ଫାଙ୍କା ରହିଛି। ଚିକିତ୍ସା ସୁବିଧା ଦେଖିଲେ ଆମେ ଭଲ ସ୍ଥିତିରେ ରହିଛୁ। ଏବେ ଭୁବନେଶ୍ୱରରେ ୨୬୧୮ ଆକ୍ଟିଭ କେସ୍‌ ରହିଛି। ଅଗଷ୍ଟ ୩୧ ସୁଦ୍ଧା ୩୪୨୯, ସେପ୍ଟେମ୍ବର ୧୫କୁ ୫ହଜାର ଆକ୍ଟିଭ୍‌ କେସ୍‌ ରହିଛି। ହୋମ୍‌ ଆଇସୋଲେଶନରେ ରହି ୬ ଶହରୁ ଅଧିକ ଲୋକ ସୁସ୍ଥ ହୋଇଛନ୍ତି। ଏବେ ଆମେ ହୋମ୍‌ ଆଇସୋଲେଶନ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଉଛି। ଏବେ ଗୁରୁତ୍ୱପୂର୍ଣ୍ଣ ସମୟ, ସଂକ୍ରମଣ ବଢ଼ୁଛି, ସମସ୍ତେ ସତର୍କ ରୁହନ୍ତୁ ବୋଲି ଶନିବାର ବିଏମ୍‌ସି କମିଶନର ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଖୋର୍ଦ୍ଧା,୨୫।୧୦(ପ୍ରଭାତ ପାଣିଗ୍ରାହୀ): ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା…

ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?