‘ରାଜ୍ୟରେ କରୋନା ସଂକ୍ରମଣ କମୁଛି’

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ କମୁଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ସେ ଆହୁରି କହିଛନ୍ତି, ଗତ ୧୨ରୁ ରାଜ୍ୟରେ କରୋନା ସଂକ୍ରମଣ କମିବା ଆରମ୍ଭ କରିଛି। ଏଭଳି କମିବା ଧାରା ଯଦି ଲାଗି ରହିବ ତେବେ କହି ହେବ ରାଜ୍ୟ ପିକ୍‌ ଅତିକ୍ରମ କରିଛି ନା ନାହିଁ। କେବଳ ସହର ନୁହେଁ, ଗାଁରେ ମଧ୍ୟ ସଂକ୍ରମଣ ସ୍ଥିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୈନିକ ସ୍କୁଲରେ ହେବ ୧୦୦ ବେଡ୍‌ ଛାତ୍ରୀ ନିବାସ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଭୁବନେଶ୍ୱର ସୈନିକ ସ୍କୁଲରେ ପ୍ରାଥମିକ ପର୍ଯ୍ୟାୟରେ ୧୦ ଜଣ ଛାତ୍ରୀଙ୍କୁ ନାମ ଲେଖାର ସୁଯୋଗ ମିଳିଛି। ଆଗମୀ ଦିନରେ ଏହି ସଂଖ୍ୟା ବଢ଼ିପାରେ। ସ୍କୁଲ...

ଦିନେ ବଢ଼ୁଛି ଦିନେ କମୁଛି: ରାଜ୍ୟରେ ପୁଣି ୧୧,୧୦୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଶୁକବ୍ରାର କରୋନା ମିଟର ଉପରମୁହାଁ ହୋଇଥିବା ବେଳେ ଶନିବାର ଏଥିରେ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୧,୧୦୮ ନୂଆ କରୋନା...

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହେଲେଣି ୧୨,୭୮୮,୦୬ ଆକ୍ରାନ୍ତ

ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨,୭୮୮,୦୬ ସୁସ୍ଥ ହୋଇଛନ୍ତି। ଏ...

ଫିଲ୍ମ ରିପୋର୍ଟର ପରିଚୟ ଦେଇ ଅଭିନେତ୍ରୀଙ୍କୁ ହଇରାଣ: ଯୁବକଙ୍କୁ ନୋଟିସ ଦେଇ ଛାଡ଼ିଲା ପୋଲିସ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଓଲିଉଡ୍‌ର ଜଣେ ଜଣାଶୁଣା ଅଭିନେତ୍ରୀଙ୍କୁ ସୋସିଆଲ ମିଡ଼ିଆରେ ହଇରାଣ କରିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ତେବେ ଯୁବକ...

୪.୭୯ କୁଇଣ୍ଟାଲ ଗଞ୍ଜେଇ, ୯.୭୭ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର,୧୩ା୯ (ବ୍ୟୁରୋ)/ ସୁବର୍ଣ୍ଣପୁର (ନି.ପ୍ର) : କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଆଉଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ଧରିଛି। ରବିବାର ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା...

ଖୁଚୁରା ବଜାରରେ କରୋନା ପ୍ରହାର: ବ୍ୟବସାୟିକ କ୍ଷତି ୩ ହଜାର କୋଟି

ଭୁବନେଶ୍ୱର,୨୬।୭(ବ୍ୟୁରୋ): କୋଭିଡ୍‌-୧୯ ଏବଂ ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାର ରିଟେଲ ବିଜ୍‌ନେସ୍‌ ବା ଖୁଚୁରା ବ୍ୟବସାୟ ବିଶେଷମାତ୍ରାରେ ପ୍ରଭାବିତ ହୋଇଛି। ଏହି ସମୟ ମଧ୍ୟରେ ପ୍ରାୟ ୩ହଜାର...

ସୂର୍ଯ୍ୟଙ୍କ ଆଖିରେ ଦୁନିଆ ଦେଖିବେ ଆଉ ଜଣେ

ଭୁବନେଶ୍ୱର,୩ା୯: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶନିବାର ସନ୍ଧ୍ୟାରେ ପରଲୋକ ଘଟିଥିଲା। ତେବେ ସୂର୍ଯ୍ୟଙ୍କ ଶେଷ ଇଚ୍ଛା ଓ ତାଙ୍କ ପରିବାର ଲୋକଙ୍କ ସହମତିରେ...

୧୫ଦିନ ସୁଯୋଗ ଦେଲା ବିଏମ୍‌ସି

ଭୁବନେଶ୍ୱର,୧।୧(ବ୍ୟୁରୋ): ଅନଧିକୃତ ନିର୍ମାଣକୁ ନିୟମିତ କରାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନା ଅଧୀନରେ ଆସିଥିବା ଦରଖାସ୍ତଗୁଡ଼ିକରେ...

Advertisement
Archives

Model This Week