‘ରାଜ୍ୟରେ କରୋନା ସଂକ୍ରମଣ କମୁଛି’

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ କମୁଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ସେ ଆହୁରି କହିଛନ୍ତି, ଗତ ୧୨ରୁ ରାଜ୍ୟରେ କରୋନା ସଂକ୍ରମଣ କମିବା ଆରମ୍ଭ କରିଛି। ଏଭଳି କମିବା ଧାରା ଯଦି ଲାଗି ରହିବ ତେବେ କହି ହେବ ରାଜ୍ୟ ପିକ୍‌ ଅତିକ୍ରମ କରିଛି ନା ନାହିଁ। କେବଳ ସହର ନୁହେଁ, ଗାଁରେ ମଧ୍ୟ ସଂକ୍ରମଣ ସ୍ଥିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଘଣ୍ଟା ପରେ ଉଦ୍ଧାର ହେଲା ହାତୀ

ବାଙ୍ଗିରିପୋଷି,୩।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅଧୀନ ଧୋବଣୀଶୋଳ ପଞ୍ଚାୟତ ଟେମ୍ବଟଲା ଗାଁରେ ଏକ ପରିତ୍ୟକ୍ତ କୂଅରେ ଖସିପଡ଼ିଥିବା ହାତୀକୁ ଉଦ୍ଧାର କରାଯାଇଛି। ଶିମିଳିପାଳ ଅଭୟାରଣ୍ୟରୁ...

କୋଚିଂ ସେଣ୍ଟର ବିଜ୍ଞାପନରେ ଜାଲିଆତି: ପିଲା, ର଼୍ୟାଙ୍କ୍‌ ନକଲି : ତଦନ୍ତ କରିବେ ସିପି, ଏଡିଜି

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ରାଜଧାନୀ ସମେତ ଓଡ଼ିଶାର ବିଭିନ୍ନ ସ୍ଥାନରେ ଛତୁ ଫୁଟିଲା ଭଳି କୋଚିଂ ସେଣ୍ଟର ଖୋଲୁଛି। ତେବେ ଅଧିକାଂଶ କୋଚିଂ ସେଣ୍ଟର ଠକୁଥିବା...

ରାଜ୍ୟରେ ୮୧ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୨ ଜଣ ଲୋକାଲ...

‘ମିସ୍‌ ପ୍ଲସ୍‌ ସାଇଜ୍‌ ଇଣ୍ଡିଆ’ ଫାଇନାଲରେ ଓଡ଼ିଆ ଝିଅ ପାୟଲ

ଭୁବନେଶ୍ୱର,୨୫।୬: ଦୃଢ଼ ଇଚ୍ଛାଶକ୍ତି ଆଗରେ ସବୁକିଛି ହାର୍‌ ମାନେ। ମନରେ କିଛି କରିବାର ଆକାଂକ୍ଷା ଥିଲେ ମଣିଷ କେଉଁଠି ବି ପହଞ୍ଚିପାରେ। ଏହାକୁ ପ୍ରମାଣ କରିଛନ୍ତି...

CORONAVIRUS UPDATE: ରାଜ୍ୟରେ ପୁଣି ୧୩୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି: ୪ଟି ସ୍ଥାନରେ ଚାଲିଛି ରେଡ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ଜଗତସିଂହପୁର ଜିଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି ସଂଯୁକ୍ତା ଦାଶ। ସଂଯୁକ୍ତାଙ୍କ ଘର ସମେତ...

ସୋନପୁର ସବୁଠୁୁ ଉତ୍ତପ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ବୁଧବାର ୨୪ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି।...

ରଥଚକ ତଳେ ପଡି ବାଳକଙ୍କ ମୃତ୍ୟୁ ଘଟଣା: ସରକାରଙ୍କଠାରୁ ୫, ଦେବୋତ୍ତର ବିଭାଗ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ହଟିଲା ରାସ୍ତାରୋକୋ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଅକ୍ଷୟ ପାତ୍ରଙ୍କ ପୁଅ ସୁନୀଲ...

Advertisement
Archives

Model This Week