ପୁଣି ବଢ଼ିଲା କରୋନା ସଂକ୍ରମଣ, ୫ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ଆଲର୍ଟ ଜାରି…

ନୂଆଦିଲ୍ଲୀ, ୯।୪ : ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ୫ ରାଜ୍ୟକୁ ଆଲର୍ଟ ଜାରି କରାଯାଇଛି। କେରଳ, ମହାରାଷ୍ଟ୍ର, ହରିୟାଣା, ଦିଲ୍ଲୀ ଏବଂ ମିଜୋରାମରେ ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ ଭୁଷଣ ସମ୍ପୃକ୍ତ ରାଜ୍ୟ ସରକାରଙ୍କକୁ ଚିଠି ଳେଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

ଗୁଜରାଟରେ ଏକ୍ସଇ ଭାରିଆଣ୍ଟ୍‌ ସହିତ ଏକ୍ସଏମ୍‌ ଭାରିଆଣ୍ଟ ସଂକ୍ରମଣ ବଢୁଥିବାର ସୂଚନା ମିଳିଛି। ଗତ ୨୪ ଘଣ୍ଟାରେ କେରଳରେ ୩୫୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୧୧୩ ଜଣ, ହରିୟାଣାରେ ୩୩୬ ଜଣ, ଦିଲ୍ଲୀରେ ୧୪୬ ଏବଂ ମିଜୋରାମରେ ୧୨୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ଅତ୍ୟନ୍ତ ଉଦ୍‌ବେଗ ଜନକ ବୋଲି ସ୍ବାସ୍ଥ୍ୟ ସଚିବ ଚିଠିରେ ଉଲ୍ଲେଖ କରିଛନ୍ତି।

ଅପରପକ୍ଷରେ ଚାଇନା ଏବଂ ଆମେରିକାରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ବ୍ରିଟେନ୍‌ ସମେତ ୟୁରୋପର କେତେକ ଦେଶରେ ପୁଣି ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏନେଇ ଭାରତ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ଆଣିବା ପାଇଁ ସମସ୍ତ ଖର୍ଚ୍ଚ ବହନ କରିବେ ଷ୍ଟାଲିନ

ଚେନ୍ନାଇ,୨୫।୨: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ବର୍ତ୍ତମାନ ବିଶ୍ୱ ସମୁଦାୟକୁ ଚିନ୍ତିତ। ଏହି କ୍ରମରେ ଭାରତର ଶତାଧିକ ଛାତ୍ରୀଛାତ୍ର ୟୁକ୍ରେନରେ ଫସି ରହିଥିବା ଜଣାପଡିଛି। ଏନେଇ ବିଦେଶମନ୍ତ୍ରୀ...

ଉପରମୁହାଁ ଦୈନିକ ସଂକ୍ରମଣ ପାଇଁ କେରଳ ଦାୟୀ…

ନୂଆଦିଲ୍ଲୀ,୨୩।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର...

ସୋସିଆଲ ମିଡ଼ିଆ କମ୍ପାନୀ ଲୋକଙ୍କ ଅଧିକାରର ସମ୍ମାନ କରିବା ଜରୁରୀ, କାହାର ଆକାଉଣ୍ଟ୍‌ ବନ୍ଦ କରାଯିବା ଅନୁଚିତ: କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୩୧।୩ : କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟଙ୍କୁ କହିଛନ୍ତି ଯେ ସ୍ବାଧୀନତା ତଥା ସମାଜର ବୈଷିୟିକ ପ୍ରଗତି ପଥରେ ବାଧା ସୃଷ୍ଟି କରିବା ଠିକ୍‌...

ବିହାରର ୨ ଜିଲାରେ ଜନସଂଖ୍ୟା ବୃଦ୍ଧି ପୃଥିବୀରେ ସର୍ବାଧିକ, ଭାଜପା ନେତାଙ୍କ ମନ୍ତବ୍ୟ ନେଇ ରାଜନୈତିକ ବିବାଦ…

ପାଟନା,୧୦।୯ : ବିହାରର ଦୁଇଟି ଜିଲାରେ ଜନସଂଖ୍ୟା ବୃଦ୍ଧି ହାରକୁ ନେଇ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ କରିଥିବାରୁ ଭାଜପା ରାଜ୍ୟ ମୁଖ୍ୟ ସଞ୍ଜୟ ଜୟସ୍ବାଲଙ୍କୁ ଉପରେ...

ଦିଲ୍ଲୀ ମୁହାଁ ୧୫ ଶହ ଗାଡ଼ି: ୭ ଜିଲାର ହଜାରେ ଗାଁର ବାସିନ୍ଦା ଏକଜୁଟ

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଅନ୍ନଦାତାଙ୍କ ଆନ୍ଦୋଳନ ୧୭ ଦିନରେ ପହଞ୍ଚିଛି। ଆନ୍ଦୋଳନକୁ ଜୋର୍‌ଦାର କରିବା ଲାଗି ପଞ୍ଜାବରୁ ଦିଲ୍ଲୀ ମୁହାଁ...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୧୦,୩୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଭୋପାଳ, ୨୫।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରିପୋର୍ଟ ଆସିବା ପରେ ଶିବରାଜ ତାଙ୍କ ସହିତ...

ଉପରମୁହାଁ ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୯।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

Advertisement
Archives

Model This Week