Posted inଜାତୀୟ

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୨୯୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୧,୨୦,୪୫୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୯,୪୭,୭୫୬ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪୬,୭୪୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୮,୨୭୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳ ଯାଇ ଗୁରୁଭୟୁର ମନ୍ଦିରରେ ପୂଜା କରିବେ ମୋଦି

ଥିରୁଭାନନ୍ତପୁରମ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ କେରଳର ତ୍ରିଶୁଳ ଜିଲାରେ ଥିବା ଗୁରୁଭୟୁର ମନ୍ଦିରରେ...

ଆସାମର ୮ ଉଗ୍ରପନ୍ଥୀ ସଂଗଠନ ସହ କେନ୍ଦ୍ରର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ,୧୫।୯: କେନ୍ଦ୍ର ଏବଂ ଆସାମ ସରକାର ଗୁରୁବାର ଆସାମର ୮ ଆଦିବାସୀ ଉଗ୍ରପନ୍ଥୀ ସଂଗଠନ ସହ ଶାନ୍ତି ଚୁକ୍ତିନାମାରେ ସ୍ବାକ୍ଷର କରିଛନ୍ତି। ଏହି ତ୍ରିପାକ୍ଷିକ ଚୁକ୍ତିନାମାରେ...

ଆତଙ୍କର ମାଷ୍ଟରମାଇଣ୍ଡଙ୍କୁ ଉତ୍ତରଦାୟୀ କରାଯାଉ

ନୂଆଦିଲ୍ଲୀ,୧୬ା୨: ଆତଙ୍କବାଦୀ କାର୍ଯ୍ୟକଳାପର ମାଷ୍ଟରମାଇଣ୍ଡଙ୍କୁ ସେମାନଙ୍କ କାର୍ଯ୍ୟ ଲାଗି ବିଶ୍ୱ ଉତ୍ତରଦାୟୀ କରିବା ଆବଶ୍ୟକ ବୋଲି ଜାତିସଂଘରେ ଭାରତ ଦାବି କରିଛି। ସେମାନେ ନିଜକୁ ଆତଙ୍କବାଦର...

ସିପିଆର୍‌କୁ ବିଦେଶୀ ପାଣ୍ଠି ମନା

ନୂଆଦିଲ୍ଲୀ,୨ା୩ :ଜଣାଶୁଣା ପବ୍ଲିକ୍‌ ଥିଙ୍କ୍‌ଟ୍ୟାଙ୍କ୍‌ ସେଣ୍ଟର୍‌ ଫର୍‌ ପଲିସି ରିସର୍ଚ୍ଚ (ସିପିଆର୍‌)ର ଫରେନ୍‌ କଣ୍ଟ୍ରିବ୍ୟୁଶନ୍‌ ରେଗୁଲେଶନ୍‌ ଆକ୍ଟ (ଏଫ୍‌ସିଆର୍‌ଏ) ଲାଇସେନ୍ସକୁ ବୁଧବାର କେନ୍ଦ୍ର ସରକାର ରଦ୍ଦ...

ତୃଣମୂଳସ୍ତରରେ ନ୍ୟାୟିକ ସୁବିଧା ଉପଲବ୍ଧ କରାଇବା ଅପରିହାର୍ଯ୍ୟ…

ଚେନ୍ନାଇ,୧୪ା୨: ସମାଜର ତୃଣମୂଳସ୍ତରରେ ନ୍ୟାୟିକ ବ୍ୟବସ୍ଥା ଉପଲବ୍ଧ କରାଇବା ଅପରିହାର୍ଯ୍ୟ। ଏହା ଦ୍ୱାରା ସାଧାରଣ ବ୍ୟକ୍ତି ଉପକୃତ ହେବା ସହିତ ନ୍ୟାୟପାଳିକାର ଲକ୍ଷ୍ୟ ପୂରଣ ହୋଇପାରିଥାଏ।...

ସରକାରଙ୍କ ଆତଙ୍କବାଦ ଉପରେ ପ୍ରହାର, ଜୈଶ-ଏ-ମହମ୍ମଦ ସହ ଜଡିତ ପିଏଏଫଏଫକୁ ଘୋଷଣା କରାଗଲା ଆତଙ୍କବାଦୀ ସଙ୍ଗଠନ

ନୂଆଦିଲ୍ଲୀ,୭ ।୧: ଭାରତ ସରକାର ପୁଣିଥରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ଉପରେ ବଡ ପ୍ରହାର କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶୁକ୍ରବାର ପାକିସ୍ତାନ ସ୍ଥିତ...

ଦେଶ ହିତରେ ଅଗ୍ନିପଥ ଯୋଜନା କହିଲେ ହାଇକୋର୍ଟ, ବିରୋଧୀ ମାମଲା ଖାରଜ…

ନୂଆଦିଲ୍ଲୀ,୨୭।୨ : କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନକୁ ସୋମବାର ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ପ୍ରଧାନ ବିଚାରପତି ସତୀଶ ଚନ୍ଦ୍ର ଶର୍ମା...

ବାବୁଙ୍କ କୁକୁର ପାଇଁ ଖେଳାଳିଙ୍କୁ ଷ୍ଟାଡିୟମ ମନା

ନୂଆଦିଲ୍ଲୀ, ୨୭ା୫:ଦିଲ୍ଲୀ ସରକାରଙ୍କ ଦ୍ୱାରା ପରିଚାଳିତ ତ୍ୟାଗରାଜ ଷ୍ଟାଡିୟମରେ ଜଣେ ଆଇଏଏସ୍‌ ଅଧିକାରୀଙ୍କ କୁକୁର ଚାଲିବା ପାଇଁ କିଛି ମାସ ହେଲା ଖେଳାଳି ଓ କୋଚମାନଙ୍କୁ...

Advertisement
Archives

Model This Week