Posted inଜାତୀୟ

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୩୬୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୯,୨୦,୪୫୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୯,୩୦,୪୧୭ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪୬,୩୪୭ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୮,୧୮୫କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଉଳ ସାଙ୍ଗରେ ବାହାଘର: ୨ ଯୁବତୀଙ୍କ ନିଆରା ପ୍ରେମ ବିବାହ

ଅଯୋଧ୍ୟା, ୨୯।୮: କଥାରେ ଅଛି ପ୍ରେମ ବାଧାବନ୍ଧନ ମାନେ ନାହିଁ। ଏହାର ସଦ୍ୟତମ ଉଦାହରଣ ଅଯୋଧ୍ୟାରେ ଦେଖିବାକୁ ମିଳିଛି। ଏଠାରେ ୨ ଜଣ ଯୁବତୀଙ୍କ ମଧ୍ୟରେ...

ବନ୍ଦୀ ଜୀବନ କାଟୁଛନ୍ତି ୨ କୁକୁଡ଼ା, ଜାଣନ୍ତୁ କାହିଁକି

ହାଇଦ୍ରାବାଦ,୭।୨: ଅପରାଧୀଙ୍କ ବଦଳରେ ଥାନା ହାଜତରେ ବନ୍ଦୀ ଜୀବନ କାଟୁଛନ୍ତି ୨ କୁକୁଡ଼ା। ଏହି ଘଟଣା ଉପରେ ବିଶ୍ୱାସ କରିବା ସହଜ ନୁହେଁ। ହେଲେ ଏହା...

ରବି ଶାସ୍ତ୍ରୀଙ୍କ ଦୁଃଖ

ନୂଆଦିଲ୍ଲୀ,୧୫।୧୧: ସମସ୍ତ ଫର୍ମାଟରେ ପ୍ରାଧାନ୍ୟ ବିସ୍ତାର କରିବା ଏବଂ ନିର୍ଭୟରେ କ୍ରିକେଟ ଖେଳିବା ସତ୍ତ୍ୱେ ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀଙ୍କ ସମ୍ମାନଜନକ କାର୍ଯ୍ୟକାଳ ମଧ୍ୟରେ...

ଶୋଇଲେ ବି କମେ ମୋଟାପଣ

ନୂଆଦିଲ୍ଲୀ: ଶରୀରରୁ ମୋଟାପଣ କମାଇବ ପାଇଁ କିଏ କେତେ ପ୍ରକାର ଉପାୟ ଆପଣେଇଥାନ୍ତି। ବିଶେଷକରି ଓ୍ବାକ୍‌ଆଉଟ୍‌, ଦୌଡ଼ିବା ବା ପହଁରିବା ଆଦି କଲେ ଓଜନ ହ୍ରାସ...

ଏମିତି ବିଦ୍ୟାଳୟ, ଯେଉଁଠି ଫି’ ବଦଳରେ ନିଆଯାଏ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ

ନୋଏଡା,୧୮।୪: ପ୍ଲାଷ୍ଟିକ ପରିବେଶ ପାଇଁ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଏଥିରୁ ମୁକ୍ତି ପାଇବା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଜନସଚେତନତା ସୃଷ୍ଟି କରାଯାଉଛି। କିନ୍ତୁ...

ପ୍ରମୋଦ ସାଓ୍ବନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୋଦି

ପଣଜୀ,୨୭।୩: ଭାଜପା ନେତା ପ୍ରମୋଦ ସାଓ୍ବନ୍ତ ସୋମବାର ଦ୍ୱିତୀୟ ଥର ଲାଗି ଗୋଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ...

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ୪୦ କିଗ୍ରା ବିସ୍ଫୋରକ ଜବତ

ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। କଠୁଆ ଜିଲାର ବିଲଓ୍ବାର ତହସିଲ୍‌ର ଦଓ୍ବୋର ଅଞ୍ଚଳରୁ ସୁରକ୍ଷାକର୍ମୀ ସୋମବାର ୪୦ କିଗ୍ରା...

ରୋଜଗାରର ବାଟ ଫିଟାଇବ ବୁନ୍ଦେଲଖଣ୍ଡ ଏକ୍ସପ୍ରେସ୍‌ ଓ୍ବେ: ପ୍ରଧାନମନ୍ତ୍ରୀ

ଚିତ୍ରକୂଟ,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରାୟ ୨୯୬ କିଲୋମିଟର ଲମ୍ବା ବୁନ୍ଦେଲଖଣ୍ଡ ଏକ୍ସପ୍ରେସ୍‌ ଓ୍ବେର ଶିଳାନ୍ୟାସ କରିଛନ୍ତି। ପାଖାପାଖି ୧୫ ହଜାର କୋଟି ଟଙ୍କା...

Advertisement
Archives

Model This Week