ଜାନୁୟାରୀ ୧୫ ପରେ ଦେଶରେ ବଢ଼ିପାରେ କରୋନା ସଂକ୍ରମଣ, ଆଗାମୀ ୪୦ ଦିନ ଗୁରୁତ୍ୱପୂର୍ଣ୍ଣ…

ନୂଆଦିଲ୍ଲୀ,୨୮।୧୨ : ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଜାନୁୟାରୀ ୧୫ ପରେ ଦେଶରେ କରୋନା ସଂକ୍ରମଣ ବଢ଼ିପାରେ। ତେଣୁ ଆଗାମୀ ୪୦ ଦିନ ଗୁରୁତ୍ୱପୂର୍ଣ୍ଣ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ ମଙ୍ଗଳବାର ତୁଳନାରେ ବୁଧବାର ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି।

ଏଥି ସହିତ ଡିସେମ୍ବର ୨୪ଠାରୁ ଗତ ୪ ଦିନ ମଧ୍ୟରେ ୪୧ ବିଦେଶ ଫେରନ୍ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଡିସେମ୍ବର ୨୪ ରୁ ୪୯୮ ଟି ଅନ୍ତର୍ଜାତୀୟ ବିମାନ ଚଳାଚଳର ଯାଞ୍ଚ୍‌ କରାଯାଇଛି। ଏହି ସମୟ ମଧ୍ୟରେ କରୋନା ପଜିଟିଭ ମିଳି ଥିବା ଯାତ୍ରୀଙ୍କ ସମସ୍ତ ନମୁନା ଜିନୋମ କ୍ରମ ପାଇଁ ପଠାଯାଇଛି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୮୮ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଯାହାକି ଗତକାଲି ଅପେକ୍ଷା ୩୧ ଆକ୍ରାନ୍ତ ଅଧିକ। ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୬୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ନ ଖୋଲିବା ପାଇଁ ତେଜିଲା ଦାବି: ଅବକାରୀ ସେକ୍ରେଟାରୀଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ଓମ୍‌ ନଗର ପଡାରେ ନିଶାନ୍ତ ବାର ଖୋଲିବାକୁ ବହୁ ଚେଷ୍ଟା ଚାଲିଥିବାବେଳେ ଏହାକୁ ବିରୋଧ କରି କେସିଙ୍ଗା ସିଟିଜେନ…

ଲିଭ୍-ଇନ୍ ପାର୍ଟନରଙ୍କୁ ମଧ୍ୟ ମିଳିବ ପତ୍ନୀଙ୍କ ଭଳି ଅଧିକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୮: ଲିଭ୍-ଇନରେ ରହୁଥିବା ପାର୍ଟନରକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଲିଭ୍-ଇନ୍ ସମ୍ପର୍କରେ ଥିବା ବ୍ୟକ୍ତି ନିଜ…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବିମାନବନ୍ଦରରେ ରାଜ୍ୟପାଳ…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼/ବଡ ଗାଁ,୩।୮(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri