Posted inଜାତୀୟ

କରୋନା ସଂକ୍ରମଣ ଆତଙ୍କ: ସଂସଦର ଶୀତ ଅଧବେଶନ ବାତିଲ

ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଚଳିତ ଥର ହେବାକୁ ଥିବା ସଂସଦର ଶୀତ ଅଧବେଶନକୁ ବାତିଲ କରି ଦିଆଯାଇଛି। ଏସମ୍ପର୍କରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ତେବେ ଜାନୁୟାରୀରେ ବଜେଟ ଅଧିବେଶନ ହେବ ବୋଲି ସେ କହିଛନ୍ତି। ଶୀତ ଅଧିବେଶନ କରାଇବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଥିଲା। ଅଧିବେଶନରେ ବିବାଦୀୟ କୃଷି ଆଇନ ସମ୍ପର୍କରେ ଆଲୋଚନା କରାଯିବା ଲାଗି କଂଗ୍ରେସ ପକ୍ଷରୁ ଅଧିର ରଞ୍ଜନ ଚୌଧୁରୀ ଚିଠି ଲେଖିଥିଲେ। ଏହାର ଜବାବରେ ପ୍ରହଲ୍ଲାଦ କହିଛନ୍ତି ଯେ, ସମସ୍ତ ରାଜନୈତିକ ଦଳ ସହିତ ଶୀତ ଅଧିବେଶନ ଆୟୋଜନ ସପକ୍ଷରେ ନ ଥିଲେ। ଏନେଇ ରାଜନୈତିକ ଦଳ ମୁଖ୍ୟଙ୍କ ସହିତ ବିଚାର ବିମର୍ଷ କରାଯାଇଥିଲା। ସର୍ବସମ୍ମତି ଭାବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ପ୍ରହଲ୍ଲାଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri