ରାଜ୍ୟରେ ବଢୁଛି କରୋନା ସଂକ୍ରମଣ; ପିଲାଙ୍କୁ ନେଇ ଚିନ୍ତା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୩୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୯ ହଜାର ୮୧୮ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୯୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୧୨, ବରଗଡ଼ରୁ ୨, ଭଦ୍ରକରୁ ୪, ବଲାଙ୍ଗୀରରୁ ୧, କଟକରୁ ୫୦, ଦେବଗଡ଼ରୁ ୮, ଢେଙ୍କାନାଳରୁ ୬, ଜଗତ୍‌ସିଂହପୁରରୁ ୯, ଯାଜପୁରରୁ ୧୩, ଝାରସୁଗୁଡାରୁ ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୪, କେନ୍ଦ୍ରାପଡ଼ାରୁ ୭, କୋରାପୁଟରୁ ୩, ମୟୂରଭଞ୍ଜରୁ ୧୩, ନୟାଗଡ଼ରୁ ୧୦, ନୂଆପଡାରୁ ୬, ପୁରୀରୁ ୯, ରାୟଗଡ଼ା ୧, ସମ୍ବଲପୁରରୁ ୧୬, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୭, ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୬୭ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri