ରାଜ୍ୟରେ ପୁଣି ବଢିଲା ସଂକ୍ରମଣ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ବୁଧବାର ୫୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୬ହଜାର ୫୩୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୧୨, ବରଗଡ଼ରୁ ୨, ଭଦ୍ରକରୁ ୫, ବଲାଙ୍ଗୀରରୁ ୩ , କଟକରୁ ୫୪, ବୌଦ୍ଧରୁ ୧୮, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧୦, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୧୪, ଯାଜପୁରରୁ ୧୪, ଝାରସୁଗୁଡାରୁ ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପର କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୪, କୋରାପୁଟରୁ ୬, ମୟୂରଭଞ୍ଜରୁ ୮, ନୟାଗଡ଼ରୁ ୯, ପୁରୀରୁ ୧୪, ରାୟଗଡ଼ା ୧, ସମ୍ବଲପୁରରୁ ୧୬, ସୁନ୍ଦରଗଡ଼ରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୬୮ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଟିକାକେନ୍ଦ୍ର ସଂଖ୍ୟା ୨୭କୁ ବୃଦ୍ଧି

ଭୁବନେଶ୍ୱର,୨୦।୭(ବ୍ୟୁରୋ): କରୋନା ମହାମାରୀ କାୟା ବିସ୍ତାର କରୁଥିବାବେଳେ ଏଥିରୁ ରକ୍ଷା ପାଇବା ପାଇଁ ସରକାର ଟିକାକରଣ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ରାଜଧାନୀ ଭୁବନେଶ୍ୱରରେ ମହାମାରୀର ପ୍ରକୋପ...

କୋଟିଆ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓଡ଼ିଶା ସରକାର: ଆନ୍ଧ୍ର ବିରୋଧରେ ଅଦାଲତ ଅବମାନନା ମାମଲା

ନୂଆଦିଲ୍ଲୀ/କଟକ ଅଫିସ୍‌, ୧୧।୨: କୋଟିଆ ପ୍ରସଙ୍ଗରେ ଓଡ଼ିଶା ସରକାର ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆନ୍ଧ୍ରପ୍ରଦେଶ ସରକାର ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କରାଯାଇଛି।...

ଜଙ୍କ୍‌ସନରେ ଯାଉଛି ଜୀବନ, ମାସକରେ ରିପୋର୍ଟ ଦିଅ: ୨୦୨୦ରେ ଦୁର୍ଘଟଣାରେ ଯାଇଛି ୧୧୬୪ ଜୀବନ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ିବା ଦ୍ୱାରା ଅନେକଙ୍କ ଜୀବନ ଚାଲିଯାଉଛି। ଏହାକୁ ରୋକିବା ପାଇଁ ସମସ୍ତ ପ୍ରକାର ପ୍ରୟାସ ସତ୍ତ୍ୱେ ସେତେଟା ସୁଫଳ ମିଳୁନାହିଁ।...

ଆଜି ଏସ୍‌ଆର୍‌ସି ନିଷ୍ପତ୍ତି ନେବେ

କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ...

ଶୁକ୍ରବାର ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଷ୍ଟ୍ରପତି ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଓଡ଼ିଶା ଆସିବେ। ତେବେ ଓଡ଼ିଶାରେ ପହଞ୍ଚିବା ପରେ ବିଭିନ୍ନ ଦଳର ବିଧାୟକ ଏବଂ ଏମ୍‌ପିଙ୍କୁ ଭେଟିବାର...

ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ତ୍ତ ବିଭାଗ ଭୁବନେଶ୍ୱର ଡିଭିଜନ୍‌-୪ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଛି।...

କୋକିଢ଼ିହ-ଗାରୋଇ ରାସ୍ତାରେ ଫସିଲା ହାଇଓ୍ବା ୧୨ ଘଣ୍ଟା ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ନାଉଗଁା,୧୫ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ସଦର ମହକୁମାରୁ କୋରୁଅ ପଞ୍ଚାୟତ ତେଲସରାକୁ ସଂଯୋଗୀକରଣ ପାଇଁ ନାଉଗଁା-ଗାରୋଇ ରାସ୍ତା ରହିଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ଯାଉଛି।...

ନ୍ୟାୟ ପାଇଁ ରାଜ୍ୟ ସରକାରଙ୍କୁ ନିବେଦନ କଲେ ଶ୍ୱେତାଙ୍କ ମା’

ଭୁବନେଶ୍ୱର,୨୩।୮(ବ୍ୟୁରୋ): ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳକୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣା ରହସ୍ୟ ସୃଷ୍ଟି କରିଛି। ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ତେବେ...

Advertisement
Archives

Model This Week