Posted inରାଜ୍ୟ

ଫେରିଲାଣି କରୋନ! ରାଜଧାନୀରେ ଜଣେ ଚିହ୍ନଟ ପରେ ଲୋକେ ଭୟଭୀତ

ଭୁବନେଶ୍ୱର,୨୨।୫: ବିଭିନ୍ନ ରୋଗରେ ଆକ୍ରାନ୍ତ ଥିବା ଜଣେ ବ୍ୟକ୍ତି ଏବେ କରୋନା ପଜିଟିଭ ଥିବା ଚିହ୍ନଟ ହୋଇଛନ୍ତି। ବ୍ୟକ୍ତି ଜଣଙ୍କ ଭୁବନେଶ୍ୱରର ବୋଲି ଜଣାପଡିଛି। ତାଙ୍କ ଟ୍ରାଭେଲ ହିଷ୍ଟ୍ରି ଦେଖିଲେ ସେ ନିକଟରେ ଦିଲ୍ଲୀରୁ ଫେରିଥିବା କୁହାଯାଇଛି। ଏହାପରେ ଓଡ଼ିଶାକୁ କରୋନା ପୁଣି ଫେରିଥିବା ନେଇ ଆଲୋଚନା ହେଉଥିବା ବେଳେ ଲୋକେ ଭୟଭୀତ ହୋଇଯାଇଛନ୍ତି। ଏବେ ଉକ୍ତ ବ୍ୟକ୍ତି ଜଣଙ୍କ ହୋମ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଦକ୍ଷିଣ ଏସିଆର ଚାଇନା ଓ ସିଙ୍ଗାପୁରରେ କୋଭିଡ-୧୯ କାୟା ବିସ୍ତାର କରିଥିବା ବେଳେ ଭାରତକୁ ମଧ୍ୟ ବ୍ୟାପିଛି ସଂକ୍ରମଣ । ଏପର୍ଯ୍ୟନ୍ତ କୋଭିଡ-୧୯ରେ ସଂକ୍ରମିତ ହୋଇ ମୁମ୍ବାଇରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଭାରତରେ ୨୫୭ କୋଭିଡ ଆକ୍ରନ୍ତ ଚିହ୍ନଟ କରାଯାଇଥିବା ବେଳେ ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଏବେ ଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri