କୋରାପୁଟରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

କୋରାପୁଟ,୮ା୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ଗୁରୁବାର ୩୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୨୪ ପୁରୁଷ ଏବଂ ୧୨ ଜଣ ମହିଳା ଅଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୬ ଜଣ, ପୂର୍ବ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ୧୬ ଜଣ ଓ ୧୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ମାଲାକାନଗିରି ଫେରନ୍ତା ହୋଇଥିବା ବେଳେ ଜଣେ ନବରଙ୍ଗପୁର, ଜଣେ ଗଞ୍ଜାମ, ଜଣେ ଆନ୍ଧ୍ରପ୍ରଦେଶ, ଜଣେ ଝାଡ଼ଖଣ୍ଡ ଓ ଜଣେ ଭୁବେନେଶ୍ୱର ଫେରନ୍ତା ରହିଛନ୍ତି। ସେହିପରି ସଂକ୍ରମିତଙ୍କ ମଧ୍ୟରେ ଜିଲାର ଜୟପୁର ମ୍ୟୁନିସିପାଲିଟିରୁ ୫ ଜଣ, କୋରାପୁଟ ମ୍ୟୁନିସିପାଲିଟିରୁ ୫ ଜଣ, ସୁନାବେଡ଼ା ମ୍ୟୁନିସିପାଲିଟିରୁ ୨ ଜଣ ଓ କୋଟପାଡ଼ ଏନ୍‌ଏସି ଅଞ୍ଚଳରୁ ୬ ଜଣ ରହିଥିବାବେଳେ କୋରାପୁଟ ବ୍ଲକ ଅଞ୍ଚଳରୁ ଜଣେ, ବୈପାରୀଗୁଡ଼ା ବ୍ଲକ ଅଞ୍ଚଳରୁ ୨ ଜଣ, ବୋରିଗୁମ୍ମା ବ୍ଲକ ଅଞ୍ଚଳରୁ ୬ ଜଣ, ଦଶମନ୍ତପୁର ବ୍ଲକ ଅଞ୍ଚଳରୁ ୨ ଜଣ, କୁନ୍ଦ୍ରା ବ୍ଲକ ଅଞ୍ଚଳରୁ ଜଣେ, ଲମତାପୁଟ ବ୍ଲକ ଅଞ୍ଚଳରୁ ଜଣେ, ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରୁ ଜଣେ, ପଟ୍ଟାଙ୍ଗି ବ୍ଲକ ଅଞ୍ଚଳରୁ ଜଣେ ଓ ସେମିଳିଗୁଡ଼ା ବ୍ଲକ ଅଞ୍ଚଳରୁ ୨ ଜଣ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri