କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ, ଡାକ୍ତର ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ ରହିଛି। ତେଣୁ କ୍ୟାନସର ସ୍ପେଶାଲିଷ୍ଟ ଡାକ୍ତର ସୁରେନ୍ଦ୍ର ସେନାପତି ଏ ସମ୍ପର୍କରେ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କ୍ୟାନସର ରୋଗୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବହୁତ କମ୍‌ ରହିଥାଏ। ତେଣୁ ସେମାନଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ। କରୋନା ଲକ୍ଷଣ ହୀନ କ୍ୟାନସର ରୋଗୀମାନେ ମଧ୍ୟ ହୋମ୍‌ ଆଇସୋଲେଶନରେ ରହିପାରିବେ। କରୋନା ହେଲେ ମଧ୍ୟ ସେମାନେ କେମୋ ନେଇପାରିବେ। କରୋନା ଭୟରେ କ୍ୟାନସର ରୋଗୀ ଅଧାରୁ ଚିକିତ୍ସା ବନ୍ଦ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri