ଆଜ୍‌ମା, କିଡ୍‌ନୀ, କ୍ୟାନସର ରୋଗୀଙ୍କ ପାଇଁ ପ୍ରାଣଘାତି ହେଉଛି କରୋନା!

ନୂଆଦିଲ୍ଲୀ,୧୭ ।୧: କରୋନା ମହାମାରୀ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି । ତେବେ ଆଜମା, ଗୁରୁତର କିଡନୀ ରୋଗୀ ଓ କ୍ୟାନସର ରୋଗୀଙ୍କ ପାଇଁ ଏହା ପ୍ରାଣଘାତି ହୋଇଛି ବୋଲି କୁହାଯାଉଛି । ଦିଲ୍ଲୀ ସରକାରଙ୍କ ଡେଥ ଅଡିଟ କମଟିର ରିପୋର୍ଟରୁ ଏହା ଜଣାପଡିଛି । ୧୫ ଜାନୁୟାରୀ ମଧ୍ୟରେ ଦିଲ୍ଲୀରେ ୨୨୮ ଜଣଙ୍କର କରୋନା ଯୋଗୁ ମୃତ୍ୟୁ ହୋଇଛି । ଏମାନଙ୍କ ମଧ୍ୟରୁ ୧୪୩ଜଣଙ୍କୁ ନେଇ ଅଡିଟ କରାଯାଇଥିଲା । ଯେଉଁମାନଙ୍କ ମଧ୍ୟରୁ ୮୦ ପ୍ରତିଶତ ଅନ୍ୟ ରୋଗରେ ପୀଡ଼ିତ ଥିଲେ । ଏଥିରେ ସବୁ ବୟସର ଲୋକେ ସାମିଲ ଅଛନ୍ତି । ଏମିତିକି ୭୦ ପ୍ରତିଶତ ମୃତ୍ୟୁ କରୋନା ଭ୍ୟାକ୍ସିନ ନେଇ ନ ଥିବା ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ କରୋନା ଭ୍ୟାକ୍ସିନର ୨ଟି ଯାକ ଡୋଜ ନେଇଥିବା ଲୋକଙ୍କ ମୃତ୍ୟୁ ହାର କମ୍ ରହିଛି । ସେହିପରି ଯେଉଁମାନେ ଗୁରୁତର ରୋଗରେ ପୀଡ଼ିତ ସେମାନେ କରୋନାର ଦୁଇଟି ଯାକ ଡୋଜ ନେଇ ବି ପୁଣିଥରେ ସଂକ୍ରମିତ ହୋଇଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କୁ ତାଗିଦ କଲେ ହାଇକୋର୍ଟ: ତମେ ଅନ୍ଧ ହୋଇପାର, ଆମେ ନୁହେଁ

ନୂଆଦିଲ୍ଲୀ,୪।୫: କରୋନା ମହାମାରୀ ଦେଶରେ ବିପର୍ଯ୍ୟସ୍ତ ଅବସ୍ଥା ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀ ସମେତ ସାରା ଦେଶରେ ଅମ୍ଳଜାନର ଅଭାବ ଜାରି ରହିଛି। ମଙ୍ଗଳବାର ଦିଲ୍ଲୀ...

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚିଥିବା ରାଜ୍ୟ...

ମୋଦି ସରକାର ଆସନ୍ତା ୨୫ ବର୍ଷ ପର୍ଯ୍ୟନ୍ତ କେନ୍ଦ୍ରରେ ରହିବେ : ପ୍ରମୋଦ ସାଓ୍ବନ୍ତ

ପଣଜୀ,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ନେଇ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ନିଆରା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୨୫...

ରାଷ୍ଟ୍ରପତି ଭବନରେ ଆତ୍ମହତ୍ୟା କଲେ ହାବିଲଦାର

ନୂଆଦିଲ୍ଲୀ,୯।୯: ରାଷ୍ଟ୍ରପତି ଭବନରେ ରହୁଥିବା ସେନାର ଜଣେ ହାବିଲଦାର ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଟେକ୍‌ ବାହାଦୂର। ପୋଲିସ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ...

ରୋବୋ ମାଧ୍ୟମରେ ଆରମ୍ଭ ହେଲା କରୋନା ସଚେତନତା କାର୍ଯ୍ୟକ୍ରମ

କୋଚି,୧୩।୩: କରୋନା ଭାଇରସ ସମ୍ପର୍କରେ ସଚେତନତା ସୃଷ୍ଟି କରିବାକୁ ଆରମ୍ଭ କରାଯାଇଛି ଷ୍ଟାର୍ଟ ଅପ୍‌ ମିଶନ। କେରଳର କୋଚିରେ ଆରମ୍ଭ କରାଯାଇଥିବା ଏହି କାର୍ଯ୍ୟକ୍ରମରେ ୨ଟି...

ପୁଟିନ୍‌ଙ୍କ ଅସ୍ତ୍ରବିରତି ପଛରେ ମୋଦିଙ୍କ ହାତ…

ନୂଆଦିଲ୍ଲୀ, ୫।୩ : ରୁଷିଆ ୟୁକ୍ରେନ୍‌ର ମାରିଓପୋଲ ଏବଂ ଭଲଭୋନାଖାରେ ଅସ୍ତ୍ରବିରତି ଘୋଷଣା କରିଛି। ଗୋଟିଏ ଦିନ ପୂର୍ବରୁ ଅସ୍ତ୍ରବିରତି ଘୋଷଣା କରିବାକୁ ଭାରତ ଅନୁରୋଧ...

ମୋଦିଙ୍କ ଲୁହ-ରାମଦାସଙ୍କ କବିତା ଦେଲା ବାଡ଼ ଡ଼େଇଁବାର ସଙ୍କେତ

ନୂଆଦିଲ୍ଲୀ,୯।୨: ରାଜ୍ୟ ସଭାର ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ୍‌ଙ୍କ କାର୍ଯ୍ୟକାଳ ଫେବୃୟାରୀ ୧୫ରେ ଶେଷ ହେଉଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

ପଞ୍ଜାବରେ ପରିବର୍ତ୍ତନର ସଙ୍କେତ ଦେଲା ଏଏପି

ଚଣ୍ଡିଗଡ,୨୭।୧୨: ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନରେ ପ୍ରଥମ ଥର ପାଇଁ ଆମ ଆଦମୀ ପାର୍ଟି ଚମତ୍କାର ବିଜୟ ହାସଲ କରିଛି। ଦଳ ୩୫ଟି ସିଟ ମଧ୍ୟରୁ...

Advertisement
Archives

Model This Week