‘ଦୁଇ ସପ୍ତାହରେ ପିକ୍‌ ଛୁଇଁପାରେ କରୋନା’

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଜୁଲାଇ ମାସରେ ସଂକ୍ରମଣ ରୋକିବାକୁ ସତର୍କତା ଅବଲମ୍ବନ କରିବା ଜରୁରୀ। ବଢୁଥିବା ସଂକ୍ରମଣ ଆଉ ଦୁଇ ସପ୍ତାହ ପରେ ପିକ୍‌ ଛୁଇଁବାର ସମ୍ଭାବନା ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ନିରଜ ମିଶ୍ର କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି, ଚଳିତ ମାସ ଶେଷ ଆଡକୁ ପୁଣି ଧୀରେ ଧୀରେ ସଂକ୍ରମଣ ହ୍ରାସ ପାଇବା । ଅତି ବେଶୀରେ ସଂକ୍ରମିତ ସଂଖ୍ୟା ଏକ ହଜାରରୁ ଟପିବ ନାହିଁ।ବ୍ୟାପକ ଟିକାକରଣ ଯୋଗୁଁ କୋଭିଡ ବିରୋଧରେ ଲଢ଼ିବା ପାଇଁ ଲୋକଙ୍କ ପାଖରେ ରୋଗ ପ୍ରତିରୋଧକ ଶକ୍ତି ବଢିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ସିଡିଭିଓ: କାର୍‌ରୁ ଜବତ ହେଲା ୩ ଲକ୍ଷ ୯୧ ହଜାର ଟଙ୍କା

ବାରିପଦା ଅଫିସ/ବେତନଟୀ,୧୨।୬: ( ଡିଏନଏ)- ମୟୂରଭଞ୍ଜ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ( ସିଡିଭିଓ) ଡା. ଅଭୟ କୁମାର ତ୍ରିପାଠୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା...

ମୁଣ୍ଡପିଛା ଋଣ ୯ ବର୍ଷରେ ଅଢ଼େଇ ଗୁଣ ବୃଦ୍ଧି

ଭୁବନେଶ୍ୱର,୭।୯(ବ୍ୟୁରେ): ଗତ ୯ବର୍ଷ ମଧ୍ୟରେ ରାଜ୍ୟରେ ମୁଣ୍ଡପିଛା ଋଣ ଭାର ବୃଦ୍ଧି ପାଇଛି। ୨୦୧୧-୧୨ରୁ ୨୦୨୦-୨୧ ଆର୍ଥିକ ବର୍ଷ ମଧ୍ୟରେ ରାଜ୍ୟର ପ୍ରତ୍ୟେକ ବ୍ୟକ୍ତିଙ୍କ ମୁଣ୍ଡରେ...

‘ଫୋନ୍‌ପେ’ରେ ଲାଞ୍ଚ ନେଇ ଟିପିସିଓଡିଏଲ୍‌ କର୍ମଚାରୀ ଗିରଫ 

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କ ପାଖରୁ ‘ଫୋନ୍‌ପେ’ ଜରିଆରେ ୧୦ ହଜାର ଟଙ୍କା ଲାଞ୍ଚ ନେଇ ବିଦ୍ୟୁତ୍‌ ବିତରଣ ସଂସ୍ଥା ଟିପିସିଓଡିଏଲ୍‌ର ଜଣେ କର୍ମଚାରୀ ଭିଜିଲାନ୍ସ ଦ୍ୱାରା...

ଶ୍ରୀମନ୍ଦିର ବାଇଶିପାହଚ ହେବ ମରାମତି

ପୁରୀ ଅଫିସ, ୨୭।୧୦: ମରାମତି ହେବ ଶ୍ରୀମନ୍ଦିର ବାଇଶିପାହଚ। ଏଥିପାଇଁ ଏଏସ୍‌ଆଇର ଏକ ୪ ଜଣିଆ ଟିମ୍‌ ବୁଧବାର ଶ୍ରୀମନ୍ଦିରରେ ଅନୁଧ୍ୟାନ କରିଛନ୍ତି। ବାଇଶି ପାହାଚ...

ବାୟୋଟେକ୍ନୋଲୋଜିରେ ପୁଞ୍ଜିନିବେଶ ପାଇଁ ଓଡ଼ିଶାର ଆମନ୍ତ୍ରଣ

ଭୁବନେଶ୍ୱର, ୨୭।୨(ବ୍ୟୁରୋ):ହାଇଦ୍ରାବାଦରେ ଚାଲିଥିବା ଆନ୍ତର୍ଜାତିକ ‘ବାୟୋ-ଏସିଆ’ ସମ୍ମିଳନୀ ରବିବାର ଉଦ୍‌ଯାପିତ ହୋଇଯାଇଛି। ରାଜ୍ୟ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏଥିରେ ଅତିଥି...

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସରକାରୀ ୟୁଟ୍ୟୁବ୍‌ ଚ୍ୟାନେଲ ଶୁଭାରମ୍ଭ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସରକାରୀ ୟୁଟ୍ୟୁବ୍‌ ଚ୍ୟାନେଲ ରବିବାର ଶୁଭାରମ୍ଭ ହୋଇଛି। ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରାକୁ...

ଗଣିଆ ପଞ୍ଚାୟତ ସମିତିର ୭ମ ଅଧିବେଶନ: ଶିକ୍ଷା, ସ୍ବାସ୍ଥ୍ୟ, କୃଷି ସମସ୍ୟାକୁ ଗୁରୁତ୍ୱ

ଗଣିଆ,୧୮ା୧(ଡି.ଏନ୍‌.ଏ.): ଗଣିଆ ବ୍ଲକ ସଦ୍‌ଭାବନା ଗୃହଠାରେ ଶୁକ୍ରବାର ପଞ୍ଚାୟତ ସମିତିର ୭ମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ...

ନୂଆଁଖାଇରେ ବାପାଙ୍କୁ ଗୋଡ଼ାଇ ହାଣିଲେ ପୁଅ

ରେଢାଖୋଲ,୧୧ା୯(ଡି.ଏନ.ଏ.): ଶନିବାର ସମଗ୍ର ପଶ୍ଚିମ ଓଡ଼ିଶାରେ ଆନନ୍ଦ ଉଲ୍ଲାସରେ ନୂଆଁଖାଇ ପର୍ବ ପାଳିତ ହେଉଥିବା ବେଳେ ସାମାନ୍ୟ କଳିକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ବାପାଙ୍କୁ...

Advertisement
Archives

Model This Week