ଫେରିବ କରୋନା କଟକଣା

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟକୁ ନେଇ ରାଜ୍ୟବାସୀ ଭୟଭୀତ ହୋଇପଡ଼ିଛନ୍ତି। ଦିନକୁ ଦିନ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ପୁଣି ଥରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନର ଭୟ ବି ଦେଖାଦେଲାଣି।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଦ୍ୟାଳୟରେ କଟକଣା ପାଳନ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସ୍କୁଲରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ପାଳନ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri