କରୋନା ୨ ଲକ୍ଷ ମୁହାଁ: ୨୪ ଘଣ୍ଟାରେ ୧୦୦୦ରୁ ଅଧିକ ଜୀବନ ନେଲା

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୮୪ ହଜାର ୩୭୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ହଜାରେ ୨୭ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି। ଏଭଳି ସ୍ଥିତି ଜାରି ରହିଲେ ଆଉ ଗୋଟିଏ ଦିନ ମଧ୍ୟରେ ଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri