ପାହାଡ଼ ଉପରେ କରୋନା

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ପାହାଡ ଉପରେ ଥିବା ଗଁା ଆଙ୍କୁଲିରେ ପହଞ୍ଚତ୍ଛି କରୋନା। ଦୁର୍ଗମ ଆଙ୍କୁଲି ପଞ୍ଚାୟତ ତାଡକାସାହିର ୨୯ ଜଣଙ୍କ ରିପୋର୍ଟ ଶୁକ୍ରବାର ପଜିଟିଭ ଆସିଛି। ଏଥିରେ ଆଙ୍କୁଲି ସରପଞ୍ଚ ଓ ତାଙ୍କ ପରିବାର ସମେତ ଜଣେ ଶିକ୍ଷକ, ୨ ଅଙ୍ଗନଓ୍ବାଡି ହେଲ୍‌ପର୍‌ ଥିବା ଜଣାପଡ଼ିଛି। ବ୍ଲକର ଏହାକୁ ମିଶାଇ ଶୁକ୍ରବାର ମୋଟ ୩୫ ପଜିଟିଭ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩ରେ ପହଞ୍ଚତ୍ଛି। ପ୍ରଶାସନ ଗଁାରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିବା ସହ ଉକ୍ତ ୨୯ ପଜିଟିଭଙ୍କୁ ତାଡ଼କାସାହି ସ୍ଥିତ ଛାତ୍ରାବାସରେ ରଖିଛି। ସଂକ୍ରମଣ ପରେ ସେଠାରେ କୋଭିଡ୍‌ ନିୟମ କଡାକଡି ସହ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରଖିବାକୁ ସଚେତନ କରାଯାଇଛି। ବିଡ଼ିଓ ପ୍ରକାଶ ଚନ୍ଦ୍ର ଦାସଙ୍କ ସହିତ ସ୍ବାସ୍ଥ୍ୟ ବିଭାଗ, ଅଙ୍ଗନଓ୍ବାଡ଼ି, ଆଶାକର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

‘ଦେଶ ପ୍ରତି ସେମାନଙ୍କର ସମର୍ପଣ ସର୍ବଦା ମନେ ରହିବ’, ପୁଲୱାମା ଆକ୍ରମଣରେ ଶହୀଦକୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀରେ ପ୍ରାଣବଳି ଦେଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନକୁ ମନେ ପକାଇ…

ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣା: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧୪।୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣାରେ ଗୁରୁବାର…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା…

୬୮୦ ଶିକ୍ଷୟତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri