Advertisement

ରେଭେନ୍‌ଶା କ୍ୟାମ୍ପସରେ କରୋନା

କଟକ ଅଫିସ,୨୬।୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଜଗନ୍ନାଥ ଛାତ୍ରାବାସରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ପୁଅ ଶନିବାର କରୋନା ଆକ୍ରାନ୍ତ ହୋଇଛନ୍ତି। ଯୁବକ ଜଣଙ୍କ ହାୱଡା ମୋର୍ଟସଠାରେ ଥିବା ଏକ ପେଟ୍ରୋଲ ପମ୍ପରେ କାର୍ଯ୍ୟ କରୁଥିଲେ। ତାଙ୍କର ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ରିପୋର୍ଟ ପଜିଟିଭ ଆସିଛି। ଯୁବକ ଜଣଙ୍କ ନିଜ ବାପାଙ୍କ ସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରହୁଥିଲେ ବୋଲି ଜଣାପଡ଼ିଛି। ଏବେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପରିସରରେ କରୋନାର ଭୟ ଦେଖାଦେଇଛି। ଆକ୍ରାନ୍ତଙ୍କ ବାପା ତଥା ରେଭେନ୍‌ଶାର କର୍ମଚାରୀ ଜଣଙ୍କ ଇତି ମଧ୍ୟରେ ବିଶ୍ୱବିଦ୍ୟାଳୟର ଅନେକ କର୍ମଚାରୀ, ଅଧିକାରୀଙ୍କ ସଂସ୍ପର୍ଶରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଭାଗ ବଣ୍ଟାକୁ ନେଇ ବଙ୍ଗାଳୀ ମିସ୍ତ୍ରୀଙ୍କୁ ହତ୍ୟା ଘଟଣା, ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର ଅଫିସ,୬ା୩: ବଲାଙ୍ଗୀର ଗେଟସରୋବର ପଡ଼ାରେ ଗତ ଗୁରୁବାର ବିଳମ୍ବିତ ରାତିରେ ହୋଇଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ପର୍ଦ୍ଦାଫାସ କରିଛି । ଘଟଣାରେ ୬ ଅଭିଯୁକ୍ତଙ୍କୁ...

ସିକ୍ୟୁରିଟି ଗାର୍ଡ ହତ୍ୟା ଘଟଣାର ପର୍ଦ୍ଦାଫାଶ: ପରକୀୟା ସମ୍ପର୍କ ମୁଖ୍ୟ କାରଣ

ସଜନାଗଡ଼, ୧୨।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କେଶୁରା ଗ୍ରାମରେ ବିଜୟ କୁମାର ସିଂହ (୪୦) ନାମକ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା କରାଯିବା ଘଟଣାର...

କନ୍ଧମାଳର ନୂତନ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ

ଫୁଲବାଣୀ ଅଫିସ,୨୩ା୬: କନ୍ଧମାଳ ଜିଲାର ନୂତନ ଜିଲାପାଳ ଭାବେ ଆଶିଷ ଈଶ୍ୱର ପାଟିଲ ବିଦାୟୀ ଜିଲାପାଳ ଡା.ବୃନ୍ଦା ଡିଙ୍କଠାରୁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା...

ଗଞ୍ଜାମ ଜିଲାସ୍ତରୀୟ ୧୫୩ତମ ଗାନ୍ଧୀ ଜୟନ୍ତୀ,ପ୍ରତିମୂର୍ତ୍ତି ଉଦ୍‌ଘାଟିତ

ଛତ୍ରପୁର,୨।୧୦(ଡି.ଏନ୍‌.ଏ.): ଗଞ୍ଜାମରେ ଜିଲାସ୍ତରୀୟ ୧୫୩ତମ ଗାନ୍ଧୀ ଜୟନ୍ତୀ ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ, ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଜିଲା ସଂସ୍କୃତି ବିଭାଗ...

ଦୁଇ ଦିନିଆ ଗ୍ରାହକ ସେବା ମେଳା ଉଦ୍‌ଯାପିତ: ୩୧ କୋଟି ୯୧ ଲକ୍ଷ ଋଣ ପ୍ରଦାନ

ଅନୁଗୋଳ ଅଫିସ, ୬।୧୦ – ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଚାଲିଥିବା ଦୁଇ ଦିନିଆ ଗ୍ରାହକ ସେବା ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଦୁଇ ଦିନରେ...

ଇକୋ ସେନ୍‌ସେଟିଭ ଜୋନ୍‌ରେ ପ୍ରକଳ୍ପ

କେନ୍ଦ୍ରାପଡ଼ା ଅଫିସ,୧୯।୮: ଜାତୀୟ ଉଦ୍ୟାନ ଭିତରକନିକାର ସୁରକ୍ଷା ପାଇଁ ପରିବେଶ ସମ୍ବେଦନଶୀଳ ଅଞ୍ଚଳ (ଇକୋ ସେନ୍‌ସେଟିଭ ଜୋନ) ଚିହ୍ନଟ ହୋଇଛି। ସେହି ପରିସରରେ କୌଣସି ପ୍ରକଳ୍ପ...

୬ଦଫା ଦାବିରେ କୃଷକ ମହାସଂଘର ସ୍ମାରକପତ୍ର

ଜଳେଶ୍ୱର,୩।୬(ସ୍ବ.ପ୍ର)- ବାଲେଶ୍ୱର ଜିଲାର ଜଳେଶ୍ୱର କୃଷି ଜିଲା କୃଷକ ମହାସଂଘ ପକ୍ଷରୁ ବୁଧବାର ୬ଦଫା ଦାବି ନେଇ ଏକ ସ୍ମାରକପତ୍ର କୃଷି ଜିଲା ଅଧିକାରୀଙ୍କ ଜରିଆରେ...

ରେଳ ଅନୁଦାନ ଓଡ଼ିଶା ପାଇଁ ନୈରାଶ୍ୟଜନକ: ମନ୍ତ୍ରୀ

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଓଡ଼ିଶା ପାଇଁ ନୈରାଶ୍ୟଜନକ...

Advertisement
Archives

Model This Week