ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୦୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।
ରବିବାରବାର ୧୦୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୩୦ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୫୯୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୨୦ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୬ ହଜାର ୫୧୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୧, ବାଲେଶ୍ୱରରୁ ୧୫ ,ବରଗଡ଼ରୁ ୧୮, ଭଦ୍ରକରୁ ୬, ବଲାଙ୍ଗୀରରୁ ୨୫, ବୌଦ୍ଧରୁ ୧୨, କଟକରୁ ୮୧, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ୫, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୯, ଯାଜପୁରରୁ ୨୨, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୩୩, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝରରୁ ୧୨, ଖୋର୍ଦ୍ଧାରୁ ୨୩୯, କୋରାପୁଟରୁ ୫, ମୟୂରଭଞ୍ଜରୁ ୭୧, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୩୨ ,ନୂଆପଡ଼ାରୁ ୮, ପୁରୀରୁ ୧୩, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୦୫, ସୁବର୍ଣ୍ଣପୁରରୁ ୧୮, ସୁନ୍ଦରଗଡ଼ରୁ ୧୮୦ ଓ ଷ୍ଟେଟ୍‌ ପୁଲ୍‌ରୁ ୪୨ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri