୧୦ ଦେଶରେ ପୁଣି କରୋନା ଆତଙ୍କ…

ଓ୍ବାଶିଂଟନ,୨୧।୧୨ : ଚାଇନା ସମେତ ବିଶ୍ୱର ଅନେକ ଦେଶରେ କରୋନା ସଂକ୍ରମଣ ପୁଣି ଥରେ ବ୍ୟାପିବା ଆରମ୍ଭ କରିଛି। ପ୍ରତିଦିନ ପାଞ୍ଚରୁ ଛଅ ଲକ୍ଷ ନୂତନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ସେହିପରି ୧,୫୦୦ରୁ ୨,୦୦୦ ଲୋକ ମଧ୍ୟ ମରୁଛନ୍ତି। ଚାଇନା ଏବଂ ଏହାର ଆଖପାଖ ଦେଶରେ ଅବସ୍ଥା ଖରାପ। ଏଥି ମଧ୍ୟରେ ଜାପାନ, ତାଇୱାନ, ହଂକଂ ରହିଛନ୍ତି।

ମଙ୍ଗଳବାର ଦିନ ଗୋଟିଏ ଦିନ ମଧ୍ୟରେ ପାଞ୍ଚ ଲକ୍ଷ ୫୯ ହଜାରରୁ ଅଧିକ ଲୋକ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ୧,୪୯୦ ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସାମଗ୍ରିକ ଆକଳନ ନୁସାରେ ବର୍ତ୍ତମାନ ପର୍ଯ୍ୟନ୍ତ୬୫ କୋଟି ୮୯ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି। ଏଥିମଧ୍ୟରେ ୬୬ ଲକ୍ଷ ୭୫ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ୬୩ କୋଟି ୨୪ ଲକ୍ଷ ଲୋକ ସୁସ୍ଥ ହୋଇଛନ୍ତି।

୧୦ଟି ଦେଶଟି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ସେସବୁ ଦେଶ ମଧ୍ୟରେ ଚାଇନା,ଆମେରିକା, ଜାପାନ, ତାଇୱାନ, ହଂକଂ, ଜର୍ମାନୀ,ଫ୍ରାନ୍ସ, ଦକ୍ଷିଣକୋରିଆ, ପେରୁ, ରୁଷିଆ ଆଦି ଦେଶ ରହିଛନ୍ତି। ସଂକ୍ରମଣକୁ ଦୃଷ୍ଟିରେ ରଖି ଏସବୁ ଦେଶରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri