କଟକ କ୍ୟାନ୍‌ସର ହସ୍ପିଟାଲରେ ରୋଗୀଙ୍କୁ କରୋନା

କଟକ ଅଫିସ, ୨୪।୬: ଆଚାର୍ଯ୍ୟ ହରିହର କର୍କଟ ଚିକିତ୍ସା କେନ୍ଦ୍ରର ବୁଧବାର ଜଣେ ରୋଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବୁଧବାର ତାଙ୍କ ସ୍ବାବ ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ଘର ଗଞ୍ଜାମ ଜିଲାରେ। ସେ ଏଠାରେ କେମୋ ଥେରାପି ନେଉଥିଲେ। ରିପୋର୍ଟ ମିଳିବା ପରେ ତାଙ୍କୁ କୋଭିଡ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ରୋଗୀମାନଙ୍କୁ ଚିହ୍ନଟ କରାଯାଉଛି। ସେ ଗତ ୧୯ ତାରିଖରେ ଭର୍ତ୍ତି ହୋଇଥିଲେ। ଏଣୁ ତାଙ୍କ ସଂସ୍ପର୍ଶରେ ଆସିଥିବା ଡାକ୍ତର ଏବଂ କର୍ମଚାରୀଙ୍କୁ ସଙ୍ଗରୋଧରେ ପଠାଯାଇଥିବା ନିର୍ଦ୍ଦେଶକ ଲଲାଟେନ୍ଦୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri