କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୬ରେ ପହଞ୍ଚିଲା

କେନ୍ଦୁଝର,୨ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬ରେ ପହଞ୍ଚିଛି। ଆକ୍ରାନ୍ତ ଜଣଙ୍କ ହାଟଡିହି ବ୍ଲକ ଅଞ୍ଚଳର ବୋଲି ଜଣାପଡ଼ିଛି। ସେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସା ବେଳେ କରୋନା ପଜିଟିଭ୍‌ ଥିବା ଜଣାପଡ଼ିଥିଲା। ତାଙ୍କୁ କିପରି ହେଲା ଓ ତାଙ୍କ ସଂସ୍ପର୍ଶରେ କିଏ କିଏ ଆସିଛନ୍ତି ତାହାର ଯାଞ୍ଚ ସ୍ବାସ୍ଥ୍ୟ ବିଭାଗ କରୁଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଜିଲାର ମୋଟ୍‌ ୧୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୯୫ ଜଣ ଚିକିତ୍ସିତ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ଆଉ ୫୧ ଜଣ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ ଶନିବାର ଓ ରବିବାର ଶଟ୍‌ଡାଉନ୍‌ କରିବାକୁ ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ-୧୯ ମୁକାବିଲା: ନିଜର ଏକ ମାସର ଦରମା ପ୍ରଦାନ କଲେ ନୀଳଗିରି ବିଧାୟକ

ସଜନାଗଡ଼,୩।୪(ଡି.ଏନ୍‌.ଏ.): କରୋନା ମହାମାରୀ ସହ ମୁକାବିଲା ଲାଗି କେନ୍ଦ୍ର ତଥା ରାଜ୍ୟ ସରକାରଙ୍କୁ ସହାୟତାର ସୁଅ ଛୁଟୁଛି। ଏହି କ୍ରମରେ ବାଲେଶ୍ୱର ଜିଲା ନୀଳଗିରି ବିଧାୟକ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା: ପୁରୀ ରଥଯାତ୍ରାକୁ ଅନୁମତି ଦିଆଯାଉ

ଭୁବନେଶ୍ୱର,୨୦।୬(ବ୍ୟୁରୋ)- ପୁରୀର ଶ୍ରୀ ଜଗନ୍ନାଥ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ନ କରିବା ପାଇଁ ସୁପ୍ରିମ କୋର୍ଟ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର କୋର୍ଟଙ୍କ...

ଶିକ୍ଷୟିତ୍ରୀଙ୍କୁ ଆକ୍ରମଣ କରି ଅଳଙ୍କାର ଲୁଟ୍‌

ବ୍ରହ୍ମପୁର ଅଫିସ,୧୫/୮- ମୋହଡା ନିକଟ ନରସିଙ୍ଗପୁର ଗ୍ରାମରେ ଥିବା ପ୍ରାଥମିକ ସ୍କୁଲର ଶିକ୍ଷୟିତ୍ରୀ ଏଲ. ଶୋଭନାଙ୍କୁ ଗୁରୁବାର ଦୁର୍ବୃତ୍ତମାନେ ଅକ୍ରମଣ କରି ସୁନା ଅଳଙ୍କାର ଲୁଟି...

ଟ୍ରକରେ ଅସୁରକ୍ଷିତ ଯାତ୍ରା କରୁଛନ୍ତି ଶ୍ରମିକ

କେନ୍ଦୁଝର,୧୬ା୫(ସ୍ବ.ପ୍ର.)-ସାରା ଦେଶରେ ଜାରି ରହିଛି ଲକଡାଉନ। ଏହି ସମୟରେ କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍‌ଏଚ ୪୯ ନଂ ଓ ୨୦ ନଂ. ରେ ପ୍ରତିଦନ...

ଉଚ୍ଛେଦ ପ୍ରତିବାଦରେ ଧାରଣା

ଆସିକା,୧୪।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଏନ୍‌ଏସି ପକ୍ଷରୁ ଗୁରୁବାର ସହରାଞ୍ଚଳରୁ ଜବରଦଖଲ ଉଚ୍ଛେଦ ହୋଇଥିଲା। ଆସିକା କଳିଙ୍ଗାରୋଡ୍‌ ପାର୍ଶ୍ୱସ୍ଥ ଟେଲିଫାନ୍‌ ଭବନ ସମ୍ମୁଖରେ ଥିବା କେତେକ...

ଅନ୍ଧବିଶ୍ୱାସ: ବଜ୍ରପାତରେ ମୃତ ବୃଦ୍ଧଙ୍କୁ ଗୋବରରେ ପୋତି ଦେଲେ ପରିବାର ଲୋକେ

ପାଟଣା,୯।୧୦(ସ୍ବ.ପ୍ର.) :କେନ୍ଦୁଝର ଜିଲା ପାଟଣା ଥାନା ମାଛଗଡ ପଞ୍ଚାୟତ ଅନ୍ତର୍ଗତ ଦୁଧିନାଳି ଗ୍ରାମରେ ବଜ୍ରପାତରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଜଙ୍ଗରାଇ...

ବିକାଶନୁ ବହୁତ୍‌ ଦୂରେ କଛାରପଡ଼ାବାସୀ

କୋକସରା, ୧୩ା୧୨(ଡି.ଏନ୍‌.ଏ.)- ଝାର ଜଂଗଲ, ପାହାଡ଼ ପରବତ୍‌ ଘେରା କଳାହାଣ୍ଡି ଜିଲାରେ ଆଏଜ୍‌ ବି ଅନେକ ଗଁାଗଁଡ଼ାର ଲୋକ୍‌ ସାଧାରନ ମଉଲିକ ସୁବିଧାରୁ ବଁଚିତ୍‌ ହେଇ...

ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ; ଶାଶୁ, ଶ୍ୱଶୁର ଏବଂ ସ୍ବାମୀ ଅଟକ

ସିଂହପୁର,୧।୧୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ବାପଘର ପକ୍ଷରୁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *