ମିଛ କହି ବିମାନରେ ଯାଉଥିଲେ କରୋନା ପଜିଟିଭ୍‌: ଘଟିଲା ଏମିତି…

ଆମେରିକାରେ ବିମାନ ଉଡ଼ାଣ ସମୟରେ ସେଥିରେ ଜଣେ କରୋନା ପଜିଟିଭଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ପତ୍ନୀ ପାରାମେଡିକ୍ସଙ୍କୁ କହିଛନ୍ତି ଯେ, ସ୍ବାମୀଙ୍କଠାରେ ଏକ ସପ୍ତାହ ଧରି କରୋନା ଲକ୍ଷଣ ଦେଖାଯାଉଥିଲା। ଯଦିଓ ମହିଳା କହିଥିଲେ ଯେ, ସ୍ବାମୀ କରୋନା ପଜିଟିଭ୍‌ ନୁହଁନ୍ତି । କିନ୍ତୁ ସେ କରୋନା ପରୀକ୍ଷା କରିବାକୁ ଲସ ଆଞ୍ଜେଲସ ସହରକୁ ଯିବେ।

ସୂଚନାଯୋଗ୍ୟ, ଉଡ଼ାଣ ଆରମ୍ଭ ହେବା ପୂର୍ବରୁ ବ୍ୟକ୍ତିଜଣଙ୍କ ଥରିଥିଲେ ଏବଂ ତାଙ୍କୁ ନିଃଶ୍ୱାସ ନେବାରେ ଅସୁବିଧା ହେଲା। ଉଡ଼ାଣ ପରେ ଏହି ବ୍ୟକ୍ତିଙ୍କ ଅବସ୍ଥା ଖରାପ ହେବାରେ ଲାଗିଥିଲା। ଏହା ପରେ ବିମାନଟିକୁ ନ୍ୟୁ ଅର୍ଲିୟନରେ ଜରୁରୀ ଅବତରଣ କରିବାକୁ ପଡ଼ିଥିଲା। ତାଙ୍କ ପାଖକୁ ଅନେକ ଯାତ୍ରୀ ମଧ୍ୟ ଆସିଥିଲେ। ପାରାମେଡିକ୍ସ ଦଳର ଜଣେ ବ୍ୟକ୍ତି ଏହାକୁ ସିପିଆର୍‌ ମଧ୍ୟ ଦେଇଥିଲେ।

ବିମାନରେ ଏକ ଘଣ୍ଟା ଯାତ୍ରା ପରେ ତାଙ୍କ ନିଃଶ୍ୱାସ ନେବା ବନ୍ଦ ହୋଇଗଲା। ଏହା ପରେ କ୍ୟାବିନ କ୍ରୁ ପାରାମେଡିକ୍ସ କର୍ମଚାରୀକୁ ଡାକିଥିଲେ। ଟନି ଅଲଡାପା ନାମକ ବ୍ୟକ୍ତି ସଂକ୍ରମଣକୁ ଖାତିର ନ କରି ସେହି ବ୍ୟକ୍ତିଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ପରେ ମଧ୍ୟ ବ୍ୟକ୍ତିଙ୍କର ମୃତ୍ୟୁ ହେଲା।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri