ସାହାରପଡ଼ାରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା: ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଛୁଇଁଲା

ପାଟଣା,୨୯ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ପଞ୍ଚାୟତରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୋମବାର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ୨ ଜଣ ସ୍ତ୍ରୀ, ସ୍ବାମୀ। ଉଭୟଙ୍କ ବୟସ ଯଥାକ୍ରମେ ୨୬ ଓ ୨୪। ଏମାନେ ହାଇଦ୍ରାବାଦର ଏକ କଲ୍‌ ସେଣ୍ଟରରେ କାମ କରୁଥିଲେ। ଉଭୟ ପଞ୍ଚାୟତର ସିଲିପଦା ହାଇସ୍କୁଲ ସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ। ଉଭୟଙ୍କୁ ରବିବାର ବିଡିଓ ଭାଗୀରଥି ମଲ୍ଲିକ, ଡାକ୍ତର ଶ୍ୟାମସୁନ୍ଦର ଟୁଡୁ,ଡା. ସୁମନ ସାନୁଜିତ ଆଚାର୍ଯ୍ୟ ଓ ବିପିଏମ ବିରେନ କୁମାର ମହାନ୍ତଙ୍କ ଉପସ୍ଥିତିରେ କେନ୍ଦୁଝର ରାଙ୍କିସ୍ଥିତ କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ମାସେ ପରେ ଅପମୃତ୍ୟୁ ହେଲା ହତ୍ୟା ମାମଲା

ବ୍ରହ୍ମପୁର ଅଫିସ,୮ା୧-ଗୋଷାଣୀନୂଆଗଁା ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁୁ କରି ଘଟଣାର...

ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ୨ ମାଓବାଦୀ ନିହତ

ମାଲକାନଗିରି, ୫ା୧୧(ଡି.ଏନ୍‌.ଏ.)-  ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ଦାନ୍ତେୱାଡ଼ା...

ପରଲୋକରେ ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦ

କଟକ ଅଫିସ,୩୦।୧୧: ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଶନିବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ...

୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଟାଙ୍ଗୀ(ଖୋର୍ଦ୍ଧା),୨୯ା୮(ଡି.ଏନ.ଏ.): ଟାଙ୍ଗୀ ଅବକାରୀ ବିଭାଗ ଅଧିକାରୀ ଓ କର୍ମକର୍ତ୍ତା ବୁଧବାର କୁହୁଡ଼ିରେ ଚଢ଼ାଉ କରି ୪କେଜି ୭ ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ...

ଲୋକ ଲଜ୍ଜା: ଆମ୍ବଗଛରେ ରଶି ଲଗାଇ ବିବାହିତ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ବନ୍ତଳା,୧୬।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା କୋଠଭୂଇଁ ପଞ୍ଚାୟତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। କୁମୁରି ଗ୍ରାମ ମୁଣ୍ଡରେ ଥିବା ଏକ...

ଶ୍ରୀମନ୍ଦିର ସୁରକ୍ଷା ଜୋନ:ପୁଣି ଜମି ହସ୍ତାନ୍ତର କଲେ ୨ ପରିବାର

ପୁରୀ ଅଫିସ,୩୦ା୧୦:ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ସରକାର ଜମି ଅଧିଗ୍ରହଣ ଆରମ୍ଭ କରିଛନ୍ତି। ଗତ ୨୧ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକ୍ରି କରିଥିବାବେଳେ...

୫୦ ଦିନ ଗଲାନି ୫୦ ଲକ୍ଷର ଅମୃତ ପାର୍କ

ଭଦ୍ରକ ଅଫିସ, ୧୦।୬- ଭଦ୍ରକ ପୌରପାଳିକାର ୨ ନମ୍ବର ୱାର୍ଡ ଅନ୍ତର୍ଗତ ରହଣିଆଠାରେ ପ୍ରତିଷ୍ଠା କରାଯାଇଥିବା ଅମୃତ ପାର୍କକୁ ବର୍ଷେ ନ ପୂରୁଣୁ ସୌନ୍ଦର୍ଯ୍ୟ ହରାଇ...

ନାସା ଚିଠିକୁ ନେଇ ହଟୁନି ସନ୍ଦେହ: ଆଜି ରିପୋର୍ଟ ଦେବ ସାଇବର ସେଲ୍‌

ଅନୁଗୋଳ ଅଫିସ, ୧।୧୨ – ଅନୁଗୋଳ ହୁଲୁରିସିଂହାର ଲକ୍ଷ୍ମଣ ନାୟକଙ୍କ ପୁଅ ଶୁଭ୍ରାଂଶୁଙ୍କ ମାଭିକ୍‌ ଡ୍ରୋନକୁ ଉଚ୍ଚ ପ୍ରଶଂସା କରି ଆମେରିକା ଯିବାକୁ ଇମେଲ୍‌ରେ ଆସିଥିବା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *