କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨୩କୁ ବୃଦ୍ଧି

କୋରାପୁଟ,୨୯ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ଆଉ ୨୫ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି ା ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୨୩କୁ ବୃଦ୍ଧି ପାଇଛ। ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ୨୧ ପୁରୁଷ ଥିବା ବେଳେ ୪ ଜଣ ମହିଳା ଅଛନ୍ତି। ପୂର୍ବ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଛନ୍ତି ୧୦ ଜଣ ଓ ୧୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଜିଲାର ୩ଟି ପୌରାଞ୍ଚଳରୁ ଚିହ୍ନଟ ୯ ଜଣଙ୍କ ମଧ୍ୟରେ ଜୟପୁର ମ୍ୟୁନିସିପାଲିଟିରୁ ୬ ଜଣ, କୋରାପୁଟ ମ୍ୟୁନିସିପାଲିଟିରୁ ୨ ଜଣ, ସୁନାବେଡ଼ା ଅଞ୍ଚଳରୁ ଜଣେ ରହିଛନ୍ତି।
ସେହିପରି ଗ୍ରାମାଞ୍ଚଳରୁ ଚିହ୍ନଟ ହୋଇଥିବା ୧୬ ଜଣଙ୍କ ମଧ୍ୟରେ କୋରାପୁଟ ବ୍ଲକ ଅଞ୍ଚଳରୁ ୬ ଜଣ (ମାନାବାରରୁ ୪ ଜଣ ଓ ବନ୍ଧଗୁଡ଼ା, କୁସୁମିଗୁଡା ଗ୍ରାମରୁ ଜଣେ ଲେଖାଏ), ବନ୍ଧୁଗାଁ ବ୍ଲକର ତୁରକପେଟା ଗ୍ରାମରୁ ଜଣେ, ବୈପାରୀଗଡ଼ା ବ୍ଲକ ମାଝିଗୁଡ଼ା ଗ୍ରାମରୁ ଜଣେ, ଜୟପୁର ବ୍ଲକର ଗଡ଼ପଦର ଗ୍ରାମରୁ ଜଣେ, କୋଟପାଡ଼ ବ୍ଲକର ବାଂଶୁଲି ଗ୍ରାମରୁ ଜଣେ, ଲମତାପୁଟରୁ ୨ ଲକ୍ଷ୍ମୀପୁର ୨, ସେମିଳିଗୁଡା ବ୍ଲକର ପିତାଗୁଡା ଗ୍ରାମରୁ ଜଣେ ଓ ଜଣେ ବ୍ରହ୍ମପୁର ଏମ୍‌କେସିଜିରେ ଚିକିତ୍ସିତ ହେଉଥିବାବେଳେ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri