ଆଜି ରାଜ୍ୟରେ ୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୫୭୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୩,୨୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୬ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୦ ଏବଂ ନୂଆପଡ଼ାରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୩୨, ବାଲେଶ୍ୱର ୧୧, ବରଗଡ଼ ୪୩, ବୌଦ୍ଧ ୧, ଭଦ୍ରକ ୩, ବଲାଙ୍ଗୀର ୨୦, କଟକ ୨୮, କଳାହାଣ୍ଡି ୨୪, ଗଞ୍ଜାମ ୮, ଗଜପତି ୩, ଯାଜପୁର ୧୩, ଜଗତସିଂହପୁର ୪, ଝାରସୁଗୁଡ଼ା ୩୯, କେନ୍ଦ୍ରାପଡ଼ା ୧, କନ୍ଧମାଳ ୧, କେନ୍ଦୁଝର ୮, କୋରାପୁଟ ୩, ମୟୂରଭଞ୍ଜ ୧୩, ଦେବଗଡ଼ ୧, ନବରଙ୍ଗପୁର ୩, ନୟାଗଡ଼ରୁ ୧, ପୁରୀ୧୬, ରାୟଗଡ଼ା ୧୬, ସମ୍ବଲପୁରରୁ ୨୧ ଏବଂ ସୋନପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୩,୨୬୮ରେ ପହଞ୍ଚିଥିବା ବେଳେ ୩,୩୭,୯୩୫ ଜଣ ସୁସ୍ଥ ହୋଇଛନ୍ତି। ୩,୩୫୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକ୍ତା ଯୋଜନାରେ ଶିଶୁ ଉଦ୍ୟାନ ଉନ୍ନତୀକରଣ ବିଫଳ

ବ୍ରହ୍ମପୁର ଅଫିସ,୧୦।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବ୍ରହ୍ମପୁର ସହରର ଖୋଲା ସ୍ଥାନଗୁଡିକରେ ଶିଶୁ ଉଦ୍ୟାନ ନିର୍ମାଣ କରାଯାଇଛି। ସହରରେ ଏଭଳି ଭାବେ ପ୍ରାୟ...

ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସଙ୍କ ପରଲୋକ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର,୬।୭(ବ୍ୟୁରୋ)-ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ୬୬ ବର୍ଷ ବୟସରେ ସୋମବାର ସନ୍ଧ୍ୟାରେ ପରଲୋକ ଘଟିଛି। ସେ ବ୍ରେନ୍‌...

ସାଢ଼େ ୪ କୋଟି ବ୍ୟୟରେ ହେବ ପ୍ରକଳ୍ପ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭୁବନେଶ୍ୱରରେ ପ୍ରଗତିଶୀଳ ସଡ଼କ କରିବା ସହିତ ବିଏମ୍‌ସିର ବିଭିନ୍ନ ୱାର୍ଡରେ ଅବସ୍ଥିତ ଅନେକ ରାସ୍ତାର ବିକାଶ କରିବା ନେଇ କର୍ତ୍ତୃପକ୍ଷ ପଦକ୍ଷେପ ନେଉଛନ୍ତି। ଏହି...

୨୩ରୁ ସ୍ବତନ୍ତ୍ର ଓଜେଇଇ ପାଇଁ ଆବେଦନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଟେକ୍‌ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଆୟୋଜନ କରାଯିବ। ଏଥିପାଇଁ ୨୩ରୁ...

ରାଖୀରେ ପରିବେଶ ସୁରକ୍ଷା

ଭୁବନେଶ୍ୱର,୮।୮(ବ୍ୟୁରୋ): ବର୍ତ୍ତମାନ ସମୟରେ ଜଳବାୟୁ ପରିବର୍ତ୍ତନ ଏକ ବଡ଼ ସମସ୍ୟା। ଗଛ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଚାରାରୋପଣକୁ ପ୍ରାଧାନ୍ୟ ଦିଆଯାଉଥିବାବେଳେ ରାଖୀ ସହ ପରିବେଶ...

ଓଡ଼ିଶାରେ ଭାଜପା ପ୍ରଭାରୀ ବଂଶଲ: ୨୦୨୪ ପାଇଁ ପ୍ରସ୍ତୁତ କରିବେ ରଣନୀତି

ଭୁବନେଶ୍ବର,୫।୯(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଭାଜପା ପ୍ରଭାରୀ ସୁନୀଲ ବଂଶଲ। ସୋମବାର ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା...

ବଳାତ୍କାର ପରେ ନାବାଳିକା ୬ ମାସର ଗର୍ଭବତୀ

ଝାରସୁଗୁଡ଼ା ଅଫିସ,୧୫।୪: ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଝାରସୁଗୁଡ଼ା ଜିଲା ବଡମାଲ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବଡମାଲ ଥାନା ଅଭିଯୁକ୍ତ ଯୁବକଙ୍କୁ...

କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର

ମାଲକାନଗିରି ,୨୨ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ଆଇନସେବା ପ୍ରାଧିକରଣ ମାଲକାନଗିରି ଆନୁକୂଲ୍ୟରେ ବୁଧବାର ବାଲିମେଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର...

Advertisement
Archives

Model This Week