କାଲିଙ୍ଗା ପଞ୍ଚାୟତରେ ବାପା-ପୁଅଙ୍କୁ କରୋନା, ଗାଁ ହେଲା ସାନିଟାଇଜ୍‌

ଜି.ଉଦୟଗିରି,୨୦ା୭: କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକର କାଲିଙ୍ଗା ପଞ୍ଚାୟତରୁ ୨ କରୋନା ଅକ୍ରାନ୍ତ ଚିହ୍ନଟ ହେବା ପରେ କାଲିଙ୍ଗା ପଞ୍ଚାୟତର ତାରାବାଡ଼ି ନଦୀସାହି ସମେତ ଆଖପାଖ ଗ୍ରାମକୁ ସାନିଟାଇଜ୍‌ କରାଯିବା ସହିତ କଣ୍ଟ୍ରାକ୍ଟ ଟ୍ରେସିଂ କରାଯାଇଛି। ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ କରାଯିବ ବୋଲି ଜି.ଉଦୟଗିରି ବି ଡି ଓ ଶାନ୍ତନୁ କୁମାର ନାୟକ କହିଛନ୍ତି। କାଲିଙ୍ଗା ଛକ, କୂଅସାହି, ଡିଏଭି ଛକ ଅଞ୍ଚଳକୁ ବଫର୍‌ ଜୋନ୍‌ କରାଯିବ ବୋଲି କହିଛନ୍ତି ।
ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ଦୁଇ ଜଣଙ୍କୁ ଥଣ୍ଡା କାଶ ହେବା ପରେ ଏମାନେ ଟିକାବାଲି ହସ୍ପିଟାଲ ଯାଇ ନମୁନା ପରୀକ୍ଷା କରାଇଥିଲେ। ସେମାନଙ୍କ ପଜିଟିଭ୍‌ ଆସିଥିଲା। ଉଭୟଙ୍କୁ ଫୁଲବାଣୀ କୋଭିଡ୍‌ କେୟାର ହସ୍ପିଟାଲକୁ ନିଆଯାଇଛି। ତେବେ ଦୁଇ ଆକ୍ରାନ୍ତ ବାପା-ପୁଅ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri