ଭଦ୍ରକ ଅଫିସ,୧୦ା୭: ଶୁକ୍ରବାର ଭଦ୍ରକ ଜିଲାରୁ ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ରେ ପହଞ୍ଚିଛି। ଆକ୍ରାନ୍ତ ଦ୍ୱୟ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବାରୁ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି।
ଭଦ୍ରକ ଅଫିସ,୧୦ା୭: ଶୁକ୍ରବାର ଭଦ୍ରକ ଜିଲାରୁ ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ରେ ପହଞ୍ଚିଛି। ଆକ୍ରାନ୍ତ ଦ୍ୱୟ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବାରୁ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି।
ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...
ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...
ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍ ଲୁଟି ଫେରାର୍ ହୋଇଯାଇଛନ୍ତି।...
ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...
ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...
ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...
ଭୁବନେଶ୍ୱର,୨୨।୧୨: ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...
ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...
