ମାନିଲେ ମମତା

କୋଲକାତା,୪ ।୧୦: କରୋନା ମହାମାରୀ ଦେଶରେ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ଏବେ ଏହା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ପାଲଟି ଯାଇଛି । ପଶ୍ଚିମବଙ୍ଗରେ କରୋନା ଭାଇରସର ସଂକ୍ରମଣକୁ ନେଇ ବହୁ ସମୟରେ ପ୍ରଶ୍ନ ଉଠୁଥିବା ବେଳେ ସେଠାରେ କିନ୍ତୁ ସ୍ଥିତି ସ୍ୱାଭାବିକ ଥିବା କହି ଆସୁଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କିନ୍ତୁ ଏବେ ସ୍ଥିତି ଅଣାୟତ ହେବା ଫଳରେ ମମତା କହିଛନ୍ତି ପଶ୍ଚିମବଙ୍ଗରେ କରୋନା ଭାଇରସର କମ୍ୟୁନିଟି ସ୍ର୍ପ୍ରେଡ ବା ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇସାରିଛି । ଆଗକୁ ଦଶହରା ଆସୁଥିବାରୁ ଲୋକଙ୍କ ଗହଳିକୁ ନଜରରେ ରଖି ମମତା ଏପରି କହିଥିବା କୁହାଯାଉଛି । ମମତା କହିଛନ୍ତି ଏବେ ଆମେ କରୋନା ମଧ୍ୟରେ ରହିଛୁ । ଏହି କରୋନା ସଂକ୍ରମଣରେ ୩ଜଣ ବିଧାୟକଙ୍କର ମଧ୍ୟ ମୃତ୍ୟୁ ହୋଇ ସାରିଲାଣି । ତେବେ କରୋନା ସଂକ୍ରମଣ ପାଇଁ ମମତା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଦାୟୀ କରିଛନ୍ତି । ସେ କହିଛନ୍ତି କରୋନା ସମୟରେ ଆମେ କୌଣସି ରାଲି କରି ନ ଥିବା ବେଳେ ଭାଜପା କିନ୍ତୁ ରାଲିର ଆୟୋଜନ କରି କରୋନା ସଂକ୍ରମଣକୁ ବଢାଇଛି । ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଏବେ ୨ଲକ୍ଷ ୬୬ ହଜାରରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇ ସାରିଲେଣି । ସେହିପରି ଏଠାରେ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ୫ ହଜାରରୁ ଅଧିକ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri