ଦେଶରେ ରେକର୍ଡ କରୁଛି କରୋନା: ଗତ ୨୪ଘଣ୍ଟାରେ ୭୬,୪୭୨ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୮: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗତ ଦିନ ହେଲା ଦେଶରେ ୭୬ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏହାକୁ ମିଶାଇ ଭାରତରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ଲକ୍ଷ ୬୩ହଜାର ୯୭୩ରେ ପହଞ୍ଚିଛି। ଶନିବାର ଗତ ୨୪ ମଧ୍ୟରେ ପୁଣି ୭୬,୪୭୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ୧୦୨୧ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ କରୋନା ମୃତ୍ୟୁହାରରେ ଭାରତ ଏବେ ବିଶ୍ୱର ତୃତୀୟ ଦେଶ ଭାବେ ପରିଲକ୍ଷିତ ହୋଇଛି। ଯେଉଁଠାରେ ଗୋଟିଏ ଦିନରେ କରୋନାରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ବିଶ୍ୱର କରୋନାଜନିତ ସର୍ବାଧିକ ମୃତ୍ୟୁହାରରେ ପ୍ରଥମେ ଆମେରିକା ଓ ଦ୍ୱିତୀୟରେ ବ୍ରାଜିଲ ରହିଛି। ସୂଚନାଯୋଗ୍ୟ, ନୂଆ ଚିହ୍ନଟଙ୍କୁ ମିଶାଇ ଭାରତରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ଲକ୍ଷ ୬୩ହଜାର ୯୭୩ରେ ପହଞ୍ଚିଛି। ସେଥିମଧ୍ୟରୁ ୨୬ଲକ୍ଷ ୪୮ହଜାର ୯୯୯ ସୁସ୍ଥ ହୋଇଥିବା ବେଳେ ୭ଲକ୍ଷ ୫୩ହଜାର ୪୨୪ଜଣ ଚିକିତ୍ସାଧିନ ରହିଛନ୍ତି। ସେହିପରି ମୃତ୍ୟୁସଂଖ୍ୟା ୬୨ହଜାର ୪୨୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri