ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୦୧୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୯୭ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୨୬୨୨ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୯୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୩୧ ଜଣ ଚିହ୍ନଟ ହୋଇଛନ୍ତି। ଅନ୍ୟ କୌଣସି ଜିଲାରେ ଏହି ସଂଖ୍ୟା ୫୦୦ ଟପି ନାହିଁ।
ଅନୁଗୋଳ ଜିଲାରୁ ୩୩୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮୬, ବରଗଡ ୧୨୨, ଭଦ୍ରକରୁ ୨୬୨, ବଲାଙ୍ଗିରରୁ ୬୬, ବୌଦ୍ଧରୁ ୭୯, ଦେବଗଡ ୨୪, ଢେଙ୍କାନାଳରୁ ୨୯୧, ଗଜପତିରୁ ୩୪, ଗଞ୍ଜାମରୁ ୭୩, ଜଗତସିଂହପୁରରୁ ୧୯୬, ଯାଜପୁରରୁ ୪୦୬, ଝାରସୁଗୁଡା ୪୧, କଳାହାଣ୍ଡିରୁ ୭୦, କନ୍ଧମାଳରୁ ୭୬, କେନ୍ଦ୍ରାପଡା ୨୧୮, କେନ୍ଦୁଝରରୁ ୧୨୦, କୋରାପୁଟରୁ ୧୪୨, ମାଲକାନଗିରିରୁ ୮୫, ମୟୂରଭଞ୍ଜରୁ ୩୩୩, ନବରଙ୍ଗପୁରରୁ ୧୫୧, ନୟାଗଡ ୧୯୧, ନୂଆପଡା ୨୩, ପୁରୀରୁ ୩୨୪, ରାୟଗଡା ୧୦୮, ସମ୍ବଲପୁରରୁ ୧୩୧, ସୋନପୁରରୁ ୬୫ ଓ ସୁନ୍ଦରଗଡ ଜିଲାରୁ ୨୮୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୧୫୭ ଜଣ ଚିହ୍ନଟ ହୋଇଛନ୍ତି।
୬୦୧୯ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୩୧ ହଜାର ୧୨୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୫୬ ହଜାର ୬୪୧ ଜଣ ସୁସ୍ଥ ହୋଇସାରିଛନ୍ତି। ୭୧ ହଜାର ୩୧୨ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୨୩କୁ ବୃଦ୍ଧି ପାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri