Posted inଜାତୀୟ

ଦେଶରେ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୨୫୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୩,୧୪,୬୧୮ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୭,୭୦,୯୧୩ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୯୦,୭୦୭ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୭,୫୫୬କୁ ବୃଦ୍ଧି ପାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ମୁଖତାର ଅନସାରି ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରି ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ...

ଅନ୍ୟକୁ ଡରାଇବା ଧମକାଇବା କଂଗ୍ରେସର ସଂସ୍କୃତି…ଓକିଲଙ୍କ ଚିଠିକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଅନ୍ୟମାନଙ୍କୁ ଭୟଭୀତ କରିବା ହେଉଛି କଂଗ୍ରେସର ପୁରୁଣା ସଂସ୍କୃତି। ମାତ୍ର ୫ଦଶନ୍ଧି ପୂର୍ବରୁ ସେ ଏକ ‘ପ୍ରତିବଦ୍ଧ...

ଭାଜପାରେ ମିଶିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ,୨୮।୩: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ଭାଜପାରେ ସାମିଲ ହୋଇଛନ୍ତି। କିଛି...

ଅଗ୍ନିବୀର ଯୋଜନାକୁ ନେଇ ସରକାର ନେବେ ବଡ ନିଷ୍ପତ୍ତି? ରାଜନାଥ ଦେଲେ ସୂଚନା

ନୂଆଦିଲ୍ଲୀ,୨୮।୩: ଅଗ୍ନିବୀର ଯୋଜନା ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଆବଶ୍ୟକତା ପଡେ ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri