କରୋନା ରିଟର୍ନସ୍‌: ରେଷ୍ଟୁରାଣ୍ଟ୍‌-ସିନେମା ହଲ ଉପରେ ବଢ଼ିଲା କଟକଣା

ମୁମ୍ବାଇ,୧୬।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବା ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ରରେ ସ୍ଥିତ ବେକାବୁ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ କେତେକ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ସେହିପରି କିଛି ସହରରେ ଆଶିଂକ ଲକ୍‌ଡାଉନ୍‌ ଜାରି ହୋଇଛି। ରେଷ୍ଟୁରାଣ୍ଟ୍‌, ଶପିଂ ମଲ୍‌, ଧାର୍ମିକ ସ୍ଥଳ, ଏବଂ ସିନେମା ହଲ ଉପରେ କଟକଣାକୁ ବଢ଼ାଇ ଦିଆଯାଇଛି। ସାମାଜିକ ଦୂରତା ଏବଂ ମାକ୍ସ୍‌ ପିନ୍ଧିବା ନେଇ ସରକାରଙ୍କ ପକ୍ଷରୁ କଡ଼ା ମନୋଭାବ ପୋଷଣ କରାଯାଇଛି। କେତେକ କାର୍ଯ୍ୟାଳୟର କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦିଆଯାଇଛି। ପଞ୍ଜାବରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ରାତ୍ର କାଳୀନ କର୍ଫ୍ୟୁ ଲାଗୁ କରାଯିବା ସହିତ ପରୀକ୍ଷାକୁ ବାତିଲ କରି ଦିଆଯାଇଛି। ଅପରପକ୍ଷରେ ଭୋପାଳରେ ୧୪୪ ଧାରା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri