ପୁଣି ଏନ୍ତୁଡ଼ିଶାଳକୁ ଫେରିଲା କରୋନା, ଲକଡାଉନ୍‌ ଜାରି…

ବେଜିଂ,୧୯।୧୦: କରୋନାର ଏନ୍ତୁଡ଼ିଶାଳ ପାଲଟି ଥିବା ଚାଇନାରେ ପୁଣି ସଂକ୍ରମଣ ଆରମ୍ଭ ହୋଇଛି। ଏହାକୁ ସୃଷ୍ଟରେ ରଖି ଉତ୍ତର ସୀମାବର୍ତ୍ତୀ ସହରରେ ଆଶିଂକ ଲକଡାଉନ୍‌ ଜାରି ହୋଇଛି। ମଙ୍ଗୋଲିଆ ଅଞ୍ଚଳରେ ବସବାସ କରୁଥିବା ୭୬ ହଜାର ଲୋକଙ୍କୁ ଘରୁ ନ ବାହାରିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଅଞ୍ଚଳରେ ୯ ଜଣଙ୍କଠାରେ ନୂଆ ସଂକ୍ରମଣ ହୋଇଥିବା ଚିହ୍ନଟ କରାଯାଇଛି। ଇତିମଧ୍ୟରେ ଏହି ଅଞ୍ଚଳରେ ଅକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି।

ଏହି ଅଞ୍ଚଳରେ ଶାନଜିଂ ପ୍ରଦେଶର ଜିଆନ୍‌ ସହର ଏବଂ ହୁନାନ୍‌ ପ୍ରଦେଶର ଚାଙ୍ଗଶା ସମସ୍ତ ସର୍ବସାଧାରଣସ୍ଥଳ, ଇଣ୍ଟରନେଟ୍‌ କାଫେ, ଜିମ୍‌, ଫିଲ୍ମ ହଲ, ଧାର୍ମିକ ସ୍ଥଳକୁ ବନ୍ଦ ରଖାଯାଇଛି। ପର୍ଯ୍ୟଟକଙ୍କୁ ଯାତ୍ରାର ୪୮ ଘଣ୍ଟା ପୂର୍ବରୁ କରୋନା ନେଗେଟିଭ୍‌ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।

ନିଙ୍ଗିସିଆ ସ୍ବଂୟଶାସିତ ଅଞ୍ଚଳର ୟୁନଚୁଆନ୍‌ ସହରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଠାରେ ୨ଟି ଜିଲାର ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?