ବ୍ରହ୍ମପୁରରେ ସଙ୍ଗିନ ହେଉଛି କରୋନା ସ୍ଥିତି

ବ୍ରହ୍ମପୁର ଅଫିସ,୨୫ା୬-ବ୍ରହ୍ମପୁରରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗିନ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହରର ଭିଡ ନିୟନ୍ତ୍ରଣ କରିବା ନେଇ ବୁଧବାର ବିଳମ୍ବିତ ରାତ୍ରିରୁ ପ୍ରଶାସନ ପକ୍ଷରୁ ସହରର ଜନଗହଳିପୂର୍ଣ୍ଣ ଗଳିର ମୁହଁକୁ ସିଲ କରାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ସହରର ପ୍ରମୁଖ ୧୨ଟି ରାସ୍ତାକୁ ସିଲ କରିବା ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ଗୁରୁବାର ସନ୍ଧ୍ୟା ସୁଧା ସହରର କମାପଲ୍ଲୀରୁ ଗୋଇଲୁଣ୍ଡିକୁ ସଂଯୋଗ ରାସ୍ତା, ନୂଆବସଷ୍ଟାଣ୍ଡ କାଳୀମନ୍ଦିର ରାସ୍ତା, ରାମନଗର ବାଇପାସ ରାସ୍ତାକୁ ସିଲ କରାଯାଇଥିବା ଜଣାପଡିଛି। ଅନ୍ୟପକ୍ଷରେ ଗୁରୁବାର ମଧ୍ୟ ରାତ୍ର ସୁଧା ଲୋହିଆ ବ୍ରଦର୍ଶ, ଅର୍ଣ୍ଣପୂର୍ଣ୍ଣାମାର୍କେଟ, ୱାନ ୱେ ଟ୍ରାଫିକ ରୋଡ, ଗିରିମାର୍କେଟ ଛକ, ସାନବଜାର ଛକ, ଖାସ୍ପା ସାହି ଛକ, କାଳି ମନ୍ଦିର ଛକ, ହରିଡାଖଣ୍ଡି ଶିବ ମନ୍ଦିର ଛକ, ତାଲୁକା ହସ୍ପିଟାଲ ଛକ, ଶ୍ରୀରାମ ନଗର ଛକ ପ୍ରମୁଖ ରାସ୍ତା ସିଲ କରିବା ନେଇ ବିଏମସି ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri