କରୋନା ଭୟ: ଆତଙ୍କିତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର, ୨୫।୧୨(ଅସମାପିକା ସାହୁ): ରାଜ୍ୟରେ ଏବେ ଚିନ୍ତା ବଢ଼ାଇଛି କୋଭିଡ୍‌ ସଂକ୍ରମଣ। କିଛିଦିନର ବ୍ୟବଧାନ ପରେ ଗତ ଦୁଇଦିନ ହେଲା ଲଗାତର ସଂକ୍ରମିତ ଚିହ୍ନଟ ହୋଇଥିବାରୁ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ତେବେ ଏହାକୁ ନେଇ ଆତଙ୍କିତ ନ ହେବା ପାଇଁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ପରାମର୍ଶ ଦେଇଛନ୍ତି। ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ରାଜ୍ୟରେ ଦୁଇଜଣ କୋଭିଡ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ହେଲେ ଏହାକୁ ନେଇ ଆତଙ୍କିତ ହେବାର ନାହିଁ। ସେମାନଙ୍କ ଭିତରେ ଲକ୍ଷଣ ବହୁତ କମ୍‌ ଅଛି। ଦୁହେଁ ଘରେ ରହି ଚିକିତ୍ସିତ ହେଉଛନ୍ତି। ଜେନମ ସିକ୍ବେନ୍ସିଂ ପାଇଁ ପଠାଯାଇଛି। ସେମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଏବଂ କୋଭିଡ୍‌ ସମୟରେ ଯାହା କରାଯାଏ ତାହା ହୋଇଛି। ତେବେ ଯାହାର ଲକ୍ଷଣ ଦେଖାଯାଉଛି, ସେମାନେ ପରୀକ୍ଷା କରନ୍ତୁ ଓ ଘରେ ରୁହନ୍ତୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri