ଗଞ୍ଜାମ ସହରରେ କରୋନା ସ୍ଥିତି ନିୟନ୍ତ୍ରଣ: ସୁସ୍ଥହାର ୯୩ %

ଗଞ୍ଜାମ,୫।୯(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ମହାମାରୀ କରୋନା ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ସହରରେ ୮୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ମାତ୍ର ୫ ଜଣ ଚିକିତ୍ସାଧୀନ ଥିବା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ ସୂଚନା ଦେଇଛନ୍ତି । ସୁସ୍ଥହାର ୯୩ ପ୍ରତିଶତ ଥିବା ସେ କହିଛନ୍ତି। ଗତ ଜୁନ୍‌ ପ୍ରଥମ ସପ୍ତାହ ତଥା ଜୁନ ୪ ରେ ସହରରେ ପଥମ କରୋନା ଆକ୍ରାନ୍ତ ଚହ୍ନଟ ହୋଇ ଏହି ସଂଖ୍ୟା ବର୍ତ୍ତମାନ ୮୬ରେ ସୀମିତ ରହିଛି ।  ଅଞ୍ଚଳର ୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଲେଣି। ଏଥିରେ ଜଣେ କରୋନା ଯୋଦ୍ଧା ଅର୍ଥାତ ଆଇଆଇସି ଦିଲ୍ଲୀପ କୁମାର ସାହୁ ମଧ୍ୟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଖୋଲିଲା ୨୩ ଆଇସୋଲେଶନ ସେଣ୍ଟର

ଛତ୍ରପୁର,୨୯।୩(ଡି.ଏନ୍‌.ଏ.): କରୋନା ଭୟାବହତା ପରିପ୍ରେକ୍ଷୀରେ ଏହାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଆଗୁଆ ପଦକ୍ଷେପ ନେଇଛି। ରାଜ୍ୟ ସରକାର ଓ ଗଞ୍ଜାମ ଜିଲାପାଳ ବିଜୟ...

ଫଳ ବଜାରରେ ପ୍ରବଳ ଭିଡ଼

ଅନୁଗୋଳ ଅଫିସ,୨୯।୫: ଦିନକ ପରେ ସାବିତ୍ରୀ ବ୍ରତ। ତେଣୁ ଅନୁଗୋଳରେ ଲୁଗା ଦୋକାନଠାରୁ ଆରମ୍ଭ କରି ଫଳ ବେପାର ଜୋର୍‌ ଧରିଛି। ବିଶେଷକରି ସକାଳ ୭ଟାରୁ ୧୦ଟା...

ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଭିଡିଓ କନଫରେନ୍ସିଂ:ଦ୍ୱିତୀୟ ପୃଥିବୀ ସନ୍ଧାନରେ ଦିଆଗଲା ସୂଚନା

ଛତ୍ରପୁର,୩୦ା୭(ଡି.ଏନ.ଏ.)-ବ୍ରିଟିଶ ବୈଜ୍ଞାନିକ ଗବେଷଣା କେନ୍ଦ୍ର ପକ୍ଷରୁ ମହାକାଶରେ ଦ୍ୱିତୀୟ ପୃଥିବୀ ସନ୍ଧାନ କରାଯାଇଥିବା କୁହାଯାଉଛି। ଏହା ଉପରେ କେନ୍ଦ୍ର ବୈଜ୍ଞାନିକ ତଥା ପ୍ରଫେସର ଲୁଇସ୍‌ ଭିଡିଓ...

ରେଡକ୍ରସ ରିଲିଫ ପାଣ୍ଠିକୁ ସଞ୍ଚିତ ଅର୍ଥ ଦେଲେ ଛାତ୍ରୀ

ବୌଦ୍ଧ, ୧୪ା୪(ସ୍ବ.ପ୍ର): କରୋନା ମହାମାରୀର ମୁକାବିଲା ପାଇଁ ମଙ୍ଗଳବାର ବୌଦ୍ଧ ଶିଶୁ ବିଦ୍ୟାମନ୍ଦିରର ପଞ୍ଚମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସ୍ମୃୁତି ଆରାଧନା ବେହେରା ନିଜ ସଞ୍ଚିତ...

ଭଦ୍ରକରେ ୨୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୪୭ ପଜିଟିଭ୍‌

ଭଦ୍ରକ ଅଫିସ,୩୧।୮: – ଭଦ୍ରକ ଜିଲାରେ ସୋମବାର ୪୭ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଜୁଆଡ଼ି ଗିରଫ, ୮୫ ହଜାର ୫୦୦ ଟଙ୍କା ଜବତ

ଛତ୍ରପୁର, ୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମାଣ୍ଡିଆପଲ୍ଲୀ ଟାଟା ପ୍ରକଳ୍ପ ନିକଟ ଏକ ଜଙ୍ଗଲରେ ଜୁଆ ଖେଳ ଚାଲିଥିବା ନେଇ ଚମାଖଣ୍ଡି ଥାନା ପୋଲିସକୁ ଶୁକ୍ରବାର ସନ୍ଧ୍ୟାରେ...

ଆଶିଂକ ଲକ୍‌ଡାଉନ୍‌ ହେଲା ପୋଲରାଜପୁର: ଗ୍ରାମବାସୀଙ୍କ ରାସ୍ତାରୋକୋ

ପାତ୍ରପୁର,୯।୬(ଡି.ଏନ.ଏ.)- ପାତ୍ରପୁର ବ୍ଲକ ପୋଲରାଜପୁର ଗ୍ରାମରେ ୨ଜଣ କରୋନା ପଜିଟିଭ ଚିହ୍ନଟ ପରେ ଗ୍ରାମବାସୀଙ୍କ ସମସ୍ୟା ବଢିଛି। ପ୍ରଶାସନ ପକ୍ଷରୁ ଘରଘର ବୁଲି ଥର୍ମାଲ ସ୍କ୍ରିନିଂ...

ଲକ୍ଷ୍ମୀ ମନ୍ଦିର ହୁଣ୍ଡିରୁ ଚୋରି

କୋଣାର୍କ,୪ା୧(ଡି.ଏନ୍‌.ଏ.): କୋଣାର୍କ ଜଗନ୍ନାଥ ମନ୍ଦିର ପରିସରରେ ଥିବା ଲକ୍ଷ୍ମୀ ମନ୍ଦିରର ହୁଣ୍ଡି ଭାଙ୍ଗି କେହି ଦୁର୍ବୃତ୍ତ ପ୍ରାୟ ୧୦ହଜାର ଟଙ୍କା ଚୋରି କରି ନେଇଥିବା ଶୁକ୍ରବାର...

Advertisement
Archives

Model This Week