କୋରାପୁଟ ଜିଲାରେ କରୋନା ସ୍ଥିତି ଉଦ୍‌ବେଗଜନକ: ଆକ୍ରାନ୍ତଙ୍କ ସଂଖ୍ୟା ୧୭୦୦ ପାର

କୋରାପୁଟ,୧୫।୮(ସ୍ବପ୍ର)-କୋରାପୁଟ ଜିଲାରେ ଦିନକୁ ଦିନ କରୋନାସ୍ଥିତି ଉଦ୍‌ବେଗଜନକ ହେବାରେ ଲାଗିଛି। ଶନିବାର ଜିଲାରେ ସର୍ବାଧିକ ୧୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ କୋରନା ଯୋଦ୍ଧା ରହିଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦୫ରେ ପହଞ୍ଚିଛି। ଜିଲାରେ ଚିହ୍ନଟ ପଜିଟିଭଙ୍କ ମଧ୍ୟରେ ବନ୍ଧୁଗାଁ ବ୍ଲକରୁ ୮, ବୈପାରିଗୁଡା ବ୍ଲକରୁ ଜଣେ, ବୋରିଗୁମ୍ମା ବ୍ଲକରୁ ୫, ଦଶମନ୍ତପୁର ବ୍ଲକରୁ ୧୯, ଲମତାପୁଟ ବ୍ଲକରୁ ୩, ଜୟପୁର ବ୍ଲକରୁ ଜଣେ, କୋରାପୁଟ ବ୍ଲକରୁ ୬, ଲକ୍ଷ୍ମୀପୁର ବ୍ଲକରୁ ୪, କୁନ୍ଦ୍ରା ବ୍ଲକରୁ ଜଣେ, ନନ୍ଦପୁର ବ୍ଲକରୁ ଜଣେ, ପଟ୍ଟାଙ୍ଗି ବ୍ଲକରୁ ୫ ଏବଂ ସେମିଳିଗୁଡା ବ୍ଲକରୁ ୩ ଜଣ ପଜିଟିଭ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?